Pakistan 3

ଭାରତର ‘ତ୍ରିଶୂଳ’ ଅଭ୍ୟାସକୁ ନେଇ ପାକିସ୍ତାନରେ ଆତଙ୍କ, ଏୟାରସ୍ପେସକୁ କଲା ବନ୍ଦ

ନୂଆଦିଲ୍ଲୀ:  ଭାରତର ତିନି ସଶସ୍ତ୍ର ବାହିନୀ ୩୦ ଅକ୍ଟୋବରରୁ ପଶ୍ଚିମ ସୀମାରେ ତ୍ରିଶୂଳ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିବାକୁ ଯାଉଛି । ଏଥିପାଇଁ ଭାରତୀୟ ସେନା ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି । ଭାରତ ବାୟୁ ମିଶନକୁ ତ୍ରିଶୂଳ ଅଭ୍ୟାସ ପାଇଁ ନୋଟିସ୍ ଜାରି କରିଛି । ଭାରତର ଏହି ଯୁଦ୍ଧ ଅଭ୍ୟାସକୁ ନେଇ ପାକିସ୍ଥାନରେ ଭୟର ଆତଙ୍କ ସୃଷ୍ଟି ହୋଇଛି । ଏଥି ସହ ଅସୀମ ମୁନୀର ସେନାଙ୍କ ମଧ୍ୟରେ ଆତଙ୍କର ବାତାବରଣ ଖେଳିଯାଇଛି । […]

Read More Text.
Jaipur tragedy

ବସରେ ଲାଗିଲା ନିଆଁ : ୨ ମୃତ, ଅନେକ ଆହତ

ଜୟପୁର : ମନୋହରପୁର ଥାନା ଅଞ୍ଚଳରେ ଭୟଙ୍କର ଦୁର୍ଘଟଣା ଘଟିଛି । ଶ୍ରମିକ ଭର୍ତ୍ତି ବସ୍ ହାଇଟେସନ୍ ଲାଇନ୍ ସଂସ୍ପର୍ଶରେ ଆସିବା ପରେ ବିଦ୍ୟୁତ୍ ଆଘାତ ଲାଗି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୨ ଜଣ ଶ୍ରମିକ ଆହତ ହୋଇଛନ୍ତି । ଶ୍ରମିକ ଭର୍ତ୍ତି ବସଟି ଉତ୍ତରପ୍ରଦେଶରୁ ମନୋହରପୁର ଆସୁଥିବା ବାଟରେ ଏପରି ଅଘଟଣ ଘଟିଥିବା ଜଣାପଡିଛି । ଏହି ଅଘଟଣ ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ […]

Read More Text.
Sea 1

ରାତି ୧୨ଟା ସୁଦ୍ଧା ସରିବ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି। ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହେବ ବୋଲି ଅନୁମାନ କରାଯାଉଛି। ଆଇଏମ୍‌ଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ […]

Read More Text.
Dc26e415 9016 4769 92b3 7017cc7bcdbe

ଦେଉଳଚୁଆରେ ମଦ ବାରକୁ ବିରୋଧ: ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

କଟକ (ମାନସ କୁମାର ନାୟକ) :  କଟକ ଜିଲ୍ଲାର ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନରେ ଥିବା ହିରିଅନ୍ତା ପଞ୍ଚାୟତର ଦେଉଳଚୁଆ ମୌଜାରେ ଏକ ମଦ ବାର ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଏହି ପ୍ରସ୍ତାବିତ ମଦ ବାରକୁ ବିରୋଧ କରି ହିରିଅନ୍ତା ସରପଞ୍ଚ ତଥା ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି । ସେମାନଙ୍କ କହିବାନୁଯାୟୀ, ଯଦି ଏଠାରେ ମଦ ବାର ଖୋଲାଯାଏ, ତେବେ ଏହା ବିଭିନ୍ନ ପ୍ରକାରର ସାମାଜିକ ସମସ୍ୟା ସୃଷ୍ଟି କରିବ […]

Read More Text.
005566ijhj

୪ ଲକ୍ଷ ଟଙ୍କା ସହ ବ୍ରାଉନ୍‌ ସୁଗାର ଜବତ, ୭ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଦିନକୁ ଦିନ ବେଆଇନ୍ ବ୍ରାଉନସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି। ସ୍ୱତନ୍ତ୍ର ପୁଲିସ ସ୍ୱାର୍ଡ ଓ ବୋଲଗଡ ଥାନା ପୁଲିସ ଚଢ଼ାଉ କରି ମାଣିକାଗୋଡା ଦଳେଇସାହିରୁ ୩୧୪.୯୭୦ ଗ୍ରାମ ବ୍ରାଉନ୍ ସୁଗାର, ନଗଦ ୪ ଲକ୍ଷ ଟଙ୍କା, ଦେଶୀ ବନ୍ଧୁକ, ୨ଟି କାର ଓ ୩ଟି ମୋଟରସାଇକେଲ ଜବତ କରିଛି। ଏହି ବ୍ରାଉନସୁଗାର କାରବାର ଅଭିଯୋଗ ରେ ୭ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ମାନଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡିଛି। […]

Read More Text.
555 1

ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଯୋଗାଣ ସହାୟକଙ୍କ ଆକସ୍ମିକ ମୃତ୍ୟୁ

ଗଜପତି : ଗଜପତି ଜିଲ୍ଲା ରାୟଗଡ ବ୍ଲକ ପୋତାର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ବାତ୍ୟା ଆଶ୍ରୟସ୍ଥଳୀରେ କାର୍ଯ୍ୟରତ ଥିବା ଜଣେ କର୍ମଚାରୀଙ୍କର ଅଚାନକ ଭାବେ ମୃତ୍ୟୁ ଘଟିଛି। ମୃତକ ରାୟଗଡ ବ୍ଲକ ପୋତ୍ତାର ପଞ୍ଚାୟତର ୩୫ ବର୍ଷୀୟ ଯୋଗାଣ ସହାୟକ ସୁରେନ୍ଦ୍ର ଗମାଙ୍ଗ ବୋଲି ଜଣାପଡିଛି। ଗତକାଲି ରାତିରେ ସେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। କିନ୍ତୁ ସେ ଆଶ୍ରୟ ସ୍ଥଳୀର ଦାଇତ୍ବରେ ଥିବାରୁ ଆଜି ସକାଳୁ ସକାଳୁ ଜଣେ ସ୍ଥାନୀୟ ବାସିନ୍ଦାଙ୍କ କାରରେ ତାଙ୍କୁ […]

Read More Text.
Screenshot 2025 06 08 175957 e1749388318346

୪୮ ଘଣ୍ଟାରେ ହେବ ବିଦ୍ୟୁତ୍‌ ପୁନଃସ୍ଥାପନ : କେଭି ସିଂଦେଓ

ଭୁବନେଶ୍ଵର : ବାତ୍ୟା ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। ଯଦି ଅଧିକ ପବନ କିମ୍ବା ବର୍ଷା ଯୋଗୁଁ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଉଛି , ତୁରନ୍ତ ସେ ସବୁକୁ ଲଗାଇବା ପାଇଁ ବ୍ୟବସ୍ଥା ହୋଇଛି। ୯ଟି ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍ ଖୁଣ୍ଟ ମହଜୁଦ୍‌ ରଖାଯାଇଛି। ବାତ୍ୟା ଟଳିବାର ୪୮ ଘଣ୍ଟାରେ ବିଦ୍ୟୁତ୍ ପୁନଃସ୍ଥାପନ କରିବୁ। ଧାନ ଫସଲ ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ […]

Read More Text.
Nandankanan

ବାତ୍ୟା ପାଇଁ ଆସନ୍ତାକାଲି ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର 29 ତାରିଖରେ ପରିଦର୍ଶକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ବାତ୍ୟା “ମୋନ୍ଥା” କୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଦ୍ୱାରା ବିଜ୍ଞପ୍ତି ଜାରି କରାଯାଇଛି । ଏହି ସମୟରେ, ଭାରତୀୟ ପାଣିପାଗ ବିଭାଗ (IMD) କହିଛି ଯେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଭୟଙ୍କର ବାତ୍ୟା  “ମୋନ୍ଥା” ଗତ ଛଅ ଘଣ୍ଟା ମଧ୍ୟରେ ଉତ୍ତର-ଉତ୍ତରପଶ୍ଚିମ ଆଡକୁ ୧୫ କିଲୋମିଟର ବେଗରେ […]

Read More Text.
Umerkote

ଶୋଇଥିବା ବେଳେ ବୃଦ୍ଧ ବାପାକୁ ହତ୍ୟା କଲା ପୁଅ

ଉମରକୋଟ: ଜନ୍ମକଲା ପୁଅ ଭୁଲିଗଲା ମାନବିକତା । ସବୁ ସୀମା ପାର କରି ନିର୍ମମ ଭାବେ ହତ୍ୟା କଲା ନିଜ ବାପାକୁ । ମୋତେ ବଞ୍ଚାଓ ବଞ୍ଚାଓ କହି ଆକୁଳ ଚିତ୍କାର କରୁଥିଲା ବାପା କିନ୍ତୁ ଶୁଣିଲାନି ଏ ନରହନ୍ତା ପିଶାଚ । ହଁ ଦର୍ଶକବନ୍ଧୁ, ପୁଅର ଟାଙ୍ଗିଆ ମାଡ଼ରେ ୮୦ ବର୍ଷୀୟ ବୃଦ୍ଧ ବାପାର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ବଡ଼ବାସିନୀ ଗ୍ରାମରେ । ପୁଅ ବିଶ୍ୱନାଥ ରଜଗଣ୍ଡ […]

Read More Text.
Suresha c

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ସମସ୍ତ କ୍ଷତିପୂରଣ ଦେବେ ସରକାର: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ । ବିଶେଷ କରି ଅଧିକ ପ୍ରଭାବି ହେବାକୁ ଥିବା ୮ଟି ଜିଲ୍ଲାରେ ମୁକାବିଲା ପାଇଁ ସଂପୂର୍ଣ୍ଣ ଅଛନ୍ତି ସରକାର । ବିପଦପୂର୍ଣ୍ଣ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି । ୧୧ ହଜାର ଲୋକ ସ୍ଥାନାନ୍ତର ହେଲେଣି । ଆଉ ୩୦ ହଜାର ଲୋକଙ୍କୁ ସ୍ଥାନାନ୍ତର ଲକ୍ଷ୍ୟ ରହିଛି । ରାଜ୍ୟ ସରକାରଙ୍କ ଜିରୋ କାଜୁଆଲିଟି ଲକ୍ଷ୍ୟ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି […]

Read More Text.