ଆସିଲା ୩ ବର୍ଷିଆ ଅବକାରୀ ନୀତି, ଗ୍ରାମାଞ୍ଚଳରେ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ୱର : ଆସିଲା ନୂଆ ୩ ବର୍ଷିଆ ଅବକାରୀ ନୀତି । ୧ ଏପ୍ରିଲରୁ ଲାଗୁ ହେବ । ନୂଆ ନୀତି ଅନୁଯାୟୀ ରାଜ୍ୟରେ ନୂଆ OFF କିମ୍ବା OS ଦୋକାନ ଖୋଲିବା ନିମନ୍ତେ ଅନୁମତି ଦିଆଯିବ ନାହଁ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ଗ୍ରାମୀଣ ଅଞ୍ଚଳରେ ମଧ୍ୟ ନୂଆ ମଦ ଦୋକାନ ଖୋଲିବା ନିମନ୍ତେ ଅନୁମୋଦନ ଦିଆଯିବ ନାହିଁ । କେବଳ ଶିଳ୍ପାଞ୍ଚଳର ୩-ତାରକା ଓ ତାହା ଠାରୁ ଉପର ହୋଟେଲ୍ […]
Read More Text.