ଗ୍ୟାସ୍ ସିଲିଣ୍ଡର ଫାଟି, ୨ ଗୁରୁତର
ଚିକିଟି : ଗଞ୍ଜାମ ଜିଲା ଚିକିଟି ପେଣ୍ଠ ବସ ଷ୍ଟାଣ୍ଡ ର ଏକ ଜଳଖିଆ ଦୋକାନରେ ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ ଘଟି ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚିକିଟି ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ବ୍ୟକ୍ତି ଗଙ୍ଗାଧର ବାଡ଼ତ୍ୟା (୫୫) ଓ ରାଜେନ୍ଦ୍ର ବେହେରା (୫୨) ବୋଲି ଜଣା ପଡିଛି। ସୂଚନାଯୋଗ୍ୟ ଯେ ରାଜେନ୍ଦ୍ରଙ୍କ ଜଳଖିଆ ଦୋକାନରେ ଗ୍ୟାସ ସିଲିଣ୍ଡର […]
Read More Text.