ଟ୍ରମ୍ପ-ମୋଦୀଙ୍କ ମଧ୍ୟରେ ବାଣିଜ୍ୟିକ ଆଲୋଚନା
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପରେ ଟ୍ରମ୍ପଙ୍କ ସହ ତୃତୀୟ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଚୁକ୍ତି ସ୍ୱାକ୍ଷରିତ କରିବା ପାଇଁ ଆଲୋଚନା ହୋଇଥିବା ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସ ରେ ଜଣାଇଛନ୍ତି । ଉଭୟ ବାଣିଜ୍ୟ, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟା, ଶକ୍ତି, ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ସହଯୋଗ ବିସ୍ତାର କରିବା ଉପରେ ମତ ବିନିମୟ କରିଥିବା ସୂଚନା ମିଳିଛି […]
Read More Text.