ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀମାନଙ୍କ ଦୁଇ ଦିନିଆ ବିପର୍ଯ୍ୟୟ ପରିଚାଳନା ଦକ୍ଷତା ବିକାଶ ତାଲିମ ଶିବିର ଉଦଯାପିତ
ବାରିପଦା : ସ୍ଥାନୀୟ ମୁର୍ଗାବାଡି ସ୍ଥିତ ପଞ୍ଚାୟତ ସଂସାଧନ କେନ୍ଦ୍ର ସଭା ଗୃହରେ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୁରଭଞ୍ଜ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ବର ଦ୍ଵାରା ଆୟୋଜିତ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀମାନଙ୍କ ଦୁଇ ଦିନିଆ ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ ଦକ୍ଷତା ବିକାଶ ତାଲିମ ଶିବିର ଉଦଯାପିତ ହୋଇଯାଇଛି. ଅନୁଷ୍ଠିତ ଉକ୍ତ ଦକ୍ଷତା ବିକାଶ ତାଲିମ ଶିବିର ର ଉଦଘାଟନୀ ସଭାରେ ଅତିରିକ୍ତ ଜିଲ୍ଲାପାଳ ଇଶ୍ୱର ଚନ୍ଦ୍ର ନାଏକ ମୁଖ୍ୟ […]
Read More Text.