ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଅବସର ନେଲେ ୱାଇ.ବି. ଖୁରାନିଆ
କଟକ: ଓଡ଼ିଶା ପୁଲିସର ଡିଜିପି ପଦରେ ପରିବର୍ତ୍ତନ ହୋଇଛି। ଡିଜିପି ୱାଇ.ବି. ଖୁରାନିଆ ରବିବାର ଚାକିରିରୁ ଅବସର ନେବା ପରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଅପରାହ୍ନରେ କଟକସ୍ଥିତ ପୁଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱ ନେଇଥିଲେ। ଅବସରପ୍ରାପ୍ତ ଡିଜିପି ୱାଇ.ବି. ଖୁରାନିଆ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଦୁଇ ଦିନ ପୂର୍ବରୁ ରାଜ୍ୟ ସରକାର ୧୯୯୩ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ […]
Read More Text.