ମହାନଦୀ ଜଳ ବିବାଦ ମାମଲା: ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠିତ
ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟି ଗଠନ କରାଯାଇଛି । ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ, ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସ କମିଟିରେ ସାମିଲ ଅଛନ୍ତି […]
Read More Text.