ବଢ଼ିଲା ଦରମା: ଭତ୍ତା ସହ ବାଚସ୍ପତି ଓ ଉପବାଚସ୍ପତି ପାଇବେ ୪.୨୮ ଲକ୍ଷ
ଭୁବନେଶ୍ବର: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଛି। ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ ବଦଳରେ ୯୮ ହଜାରକୁ ବୃଦ୍ଧି ପାଇଥିବାବେଳେ ଉପବାଚସ୍ପତିଙ୍କ ଦରମା ୩୮ ହଜାରରୁ ୯୪ ହଜାରରୁ ବଢ଼ିଛି। ପୂର୍ବରୁ ବାଚସ୍ପତି ୪୦ ହଜାର ୫୦୦ ଟଙ୍କା ଦରମା ବାବଦରେ ପାଉଥିଲେ। ଏବେ ତାଙ୍କୁ ୯୮ ହଜାର ଟଙ୍କା ମିଳିବ। ବୈଠକ ଭତ୍ତା ୮୦୦ ଟଙ୍କା ବଦଳରେ ୨୦୦୦ ଟଙ୍କା ମିଳିବ। ସେହିପରି କାର ଭତ୍ତା ମାସିକ ୧୭ ହଜାର ବଦଳରେ […]
Read More Text.