ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ
ବାରିପଦା: ଆଜି ଭୁବନେଶ୍ୱର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ସାଇବର ସୁରକ୍ଷା ଅଭିଯାନ-୨୦୨୫ ର ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସାଇବର ଠକେଇରୁ ସୁରକ୍ଷିତ ରଖିବା ପାଇଁ ଶପଥ ପାଠ କରାଇବା ସହ ସାଇବର ସୁରକ୍ଷା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଏହି କ୍ରମରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପ୍ରଶାସନ ଓ ପୋଲିସ ପ୍ରଶାସନର ମିଳିତ ଆନୁକୂଲ୍ୟରେ ସାଇବର ସୁରକ୍ଷା […]
Read More Text.