Train 1

ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବଗି

ନୂଆଦିଲ୍ଲୀ: ଶନିବାର ସକାଳେ ଅର୍ଥାତ୍ ଆଜି ଲୁଥିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ଟ୍ରେନରେ ଘଟିଛି ଅଗ୍ନିକାଣ୍ଡ । ଜଳିଗଲା ଟ୍ରେନର ତିନୋଟି ଏସି ବଗି । ସିରହିନ୍ଦ ରେଳ ଷ୍ଟେସନରୁ ଅମ୍ବାଲା ଅଭିମୁଖେ ପ୍ରାୟ ଅଧ କିଲୋମିଟର ଦୂରରେ ଥିବା ସମୟରେ ଏହି ଘଟଣା ଘଟିଛି । ଟ୍ରେନର ଗୋଟିଏ ବଗିରୁ ଧୂଆଁ ବାହାରୁଥିବାରୁ ଟ୍ରେନକୁ ଅଟକାଇ ଦିଆଯାଇଥିଲା । ନିଆଁ ଅନ୍ୟ ତିନୋଟି ବଗିକୁ ବ୍ୟାପିଯାଇଥିଲା । ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା […]

Read More Text.
Deepavali

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ଛୁଟି

ଭୁବନେଶ୍ବର: ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ ନାହିଁ।  ଦୀପାବଳି ନେଇ ଚଳିତ ଥର ଦ୍ବନ୍ଦ୍ବ ଉପୁଜି ଥିଲା। କିଛି ଲୋକ ଆସନ୍ତା ୨୦ ତାରିଖରେ ଦୀପାବଳି ପାଳନ […]

Read More Text.
Imd warns of heavy rain in odisha yellow alert for all 30 districts

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର​‌ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର […]

Read More Text.
Car b (1)

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ ୬୦ରୁ ୬୫ ଜଣ ଯାତ୍ରୀ ଥିଲେ। ସୌଭାଗ୍ୟବଶତଃ କାହାରି କୌଣସି କ୍ଷତି ହୋଇନି। ବସ୍‌ଟି କାର୍‌ ଉପରେ ଓଲଟି ପଡିବାରୁ ୫ ଜଣ ଗୁରୁତର ହୋଇଛନ୍ତି। ସୂଚନା ମୂତାବକ ବାରିପଦା ୪୯ନଂ ଜାତୀୟ ରାଜପଥ […]

Read More Text.
Hacker stealing dollars from bank

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ଅଭିଯାନରେ ଏକ ମାସବ୍ୟାପୀ ନୂଆପଡା ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଗୁଡିକରେ ସଚେତନତା ରଥ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ […]

Read More Text.
Cm 3

ସଚେତନତା ସାଇବର ଅପରାଧକୁ ରୋକିବା ପାଇଁ ସବୁଠୁ ଶକ୍ତିଶାଳୀ ଅସ୍ତ୍ର

ଭୁବନେଶ୍ୱର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି । ଏହି ଅଭିଯାନରେ ଏକ ମାସବ୍ୟାପୀ ନୂଆପଡା ଜିଲ୍ଲା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲା ଗୁଡିକରେ ସଚେତନତା ରଥ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ […]

Read More Text.

BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା

ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ ଟେଲିକମ୍ କମ୍ପାନୀ BSNL ଆଣିଛି ଏମିତି ଦମଦାର ଅଫର୍ ସୁଯୋଗ ଆଣିଦେଇଛି । ୧ ଟଙ୍କାରେ ଗୋଟିଏ ମାସ ପାଇଁ ମାଗଣାରେ ଦେଉଛି ଅନଲିମିଟେଡ୍ କଲ୍ ସୁବିଧା । BSNL ପକ୍ଷରୁ ଦିୱାଲି ବୋନାଞ୍ଜା ନାଁରେ […]

Read More Text.
Jay dholkia 1

ନାମାଙ୍କନ ପତ୍ର ଦାଖଲ କଲେ ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ

ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ଖରିଆର ରୋଡ ବାସଭବନରୁ ମାଆଙ୍କ ଆଶୀର୍ବାଦ ନେଇ ବାହାରିଥିଲେ ଜୟ। ଦଳୀୟ କର୍ମୀ ଓ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ। ମନ୍ତ୍ରୀ, ବିଧାୟକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ପ୍ରାର୍ଥୀପତ୍ର ଦାଖଲ କରି […]

Read More Text.
Accident 1

ଦୁଇ ମଟର ସାଇକେଲ ଧକ୍କା, ୩ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା କରୁକୋଣ୍ଡା ମାଲକାନଗିରି ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ମୃତ ଜଣେ ଗୁରୁତର ହୋଇଥିବା ଜଣାଯାଇଛି । ଦୁଇ ମଟର ସାଇକେଲ ମଧ୍ୟରେ ମୁହାଁ ମୁହିଁ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ଦମ୍ପତିଙ୍କ ଜୀବନ ଚାଲିଯାଇଥିବା ବେଳେ ଅନ୍ୟ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି । ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ସ୍ୱାମୀ ସ୍ତ୍ରୀ ମାଲକାନଗିରିରୁ କରୁକୋଣ୍ଡା ରାସ୍ତାରେ ଯିବା ସମୟରେ mv11 ନମ୍ବର […]

Read More Text.
Similipal

ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ

ଭୁବନେଶ୍ୱର : ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ୨୦୦ ଶହରୁ ଅଧିକ ପର୍ଯ୍ୟଟକ ପ୍ରବେଶ କରିଛନ୍ତି । ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ପ୍ରଥମ ଦିନରେ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରି ବେସ ଉତ୍ସାହିତ ପର୍ଯ୍ୟଟକ ।  ଆଜିଠୁ ପୁଣି ଥରେ ଖୋଲା ଜିମ୍ନି ଗାଡିରେ ବସି କୋର ଅଞ୍ଚଳ […]

Read More Text.