ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ପ୍ରଲୋଭନର ଗତିବିଧିରେ ଲାଗିବ ରୋକ୍
ନୂଆଦିଲ୍ଲୀ: ଆଗାମୀ ନିର୍ବାଚନ ସମୟରେ ଅର୍ଥ, ନିଶାଦ୍ରବ୍ୟ ଏବଂ ଅନ୍ୟାନ୍ୟ ପ୍ରଲୋଭନର ଗତିବିଧିକୁ ରୋକାଯିବ। ଏଥିଲାଗି ଭାରତ ନିର୍ବାଚନ ଆୟୋଗ(ଇସିଆଇ) ପ୍ରବର୍ତ୍ତନ ସଂସ୍ଥାଗୁଡ଼ିକର ମୁଖ୍ୟଙ୍କ ସହିତ ଶୁକ୍ରବାର ବୈଠକ କରି ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି। ଇସିଆଇଙ୍କ ପକ୍ଷରୁ ନୂଆଦିଲ୍ଲୀର ନିର୍ବାଚନ ସଦନରେ ବହୁ-ବିଭାଗୀୟ ନିର୍ବାଚନ ବୁଦ୍ଧିମତ୍ତା କମିଟି(MDCEI)ର ଏକ ବୈଠକ ବସିଥିଲା। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର, ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ ଏବଂ ଡକ୍ଟର ବିବେକ ଯୋଶୀଙ୍କ ସହିତ, ନିର୍ବାଚନ ସମୟରେ ସକ୍ରିୟ […]
Read More Text.