Untitled 2025 10 15 19 56 07

ବିଷ ଇଞ୍ଜେକ୍ସନ ଦେଇ ପତ୍ନୀହନ୍ତା ସାଜିଲା ସ୍ବାମୀ

ବେଙ୍ଗାଲୁରୁ: ଡାକ୍ତରଙ୍କୁ ଲୋକ ଦ୍ବିତୀୟ ଈଶ୍ବର ବୋଲି ମାନନ୍ତି। ହେଲେ ବେଳେ ବେଳେ ସେହି ଡାକ୍ତରମାନେ ସୈତାନ ପାଲଟି ଯାଆନ୍ତି। ନିଜର ସ୍ବାର୍ଥ ପାଇଁ କାହାର ଜୀବନ ନେବାକୁ ବି ପଛାନ୍ତି ନାହିଁ। ଏହାଠାରୁ ଅଧିକ ଦୁଃଖଦ କଥା ଆଉ କ’ଣ ହୋଇପାରେ? ବେଙ୍ଗାଲୁରୁରେ ଜଣେ ଡାକ୍ତରଙ୍କ ଅମାନୁଷିକ କାର୍ଯ୍ୟ ଧରାପଡ଼ିଛି। ବେଙ୍ଗାଲୁରୁ ପୁଲିସ୍‌ ଜଣେ ଡାକ୍ତରଙ୍କୁ ତାଙ୍କ ପତ୍ନୀଙ୍କୁ ଘାତକ ଇଞ୍ଜେକ୍ସନ ଦେଇ ହତ୍ୟା କରିବା ଅଭିଯୋଗରେ ଗିରଫ କରିଛି। ଅଭିଯୁକ୍ତ ଡାକ୍ତର ମହେନ୍ଦ୍ର ରେଡ୍ଡି ତାଙ୍କ […]

Read More Text.
Law theme gavel mallet judge 600nw 2482775329

ମୃତ୍ୟୁ ଦଣ୍ଡ ଲାଗି ଫାଶୀ ବଦଳରେ ଘାତକ ଇଞ୍ଜେକସନ୍ ବ୍ୟବହାର କରାଯାଇପାରିବ ନାହିଁ କାହିଁକି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୃତ୍ୟୁଦଣ୍ଡାଦେଶ ହୋଇଥିବା କଏଦୀଙ୍କ ପାଇଁ ମୃତ୍ୟୁଦଣ୍ଡର ପଦ୍ଧତି ଭାବରେ ଘାତକ ଇଞ୍ଜେକ୍ସନ ବ୍ୟବହାର କରିବାକୁ ସରକାରଙ୍କ ବିରୋଧ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। କୋର୍ଟ କହିଛନ୍ତି ଯେ, ସରକାର ସମୟ ସହିତ ଖାପ ଖୁଆଇବାକୁ ଇଚ୍ଛୁକ ନୁହନ୍ତି। ମୃତ୍ୟୁଦଣ୍ଡକୁ ଘାତକ ଇଞ୍ଜେକ୍ସନ କିମ୍ବା ଅନ୍ୟାନ୍ୟ ପଦ୍ଧତିରେ ବଦଳାଇବା ପାଇଁ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ୍)ର ଶୁଣାଣି ସମୟରେ ଏହି ମାମଲା ଉଠିଥିଲା। କୋର୍ଟ ସରକାରଙ୍କୁ ପଚାରିଥିଲେ ଯେ, ସରକାର ଏହି ବିକଳ୍ପ କାହିଁକି ପ୍ରଦାନ କରିପାରିବେ […]

Read More Text.
Jay v

ବିଜେପିରୁ ପ୍ରାର୍ଥୀ ହେଲେ ଜୟ ଢୋଲକିଆ, ଆସନ୍ତାକାଲି ଭରିବେ ନାମାଙ୍କନ

ନୂଆପଡ଼ା: ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ଆସନ୍ତାକାଲି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । କାଲି ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ । ଆଜି ଏଭଳି ସୂଚନା ଦେଇଛନ୍ତି […]

Read More Text.
Diwali

ତୁଟିଲା ଦ୍ୱନ୍ଦ୍ୱ : ୨୦ରେ ପାଳନ ହେବ ଦୀପାବଳି ଓ ପୟାଶ୍ରାଦ୍ଧ

ପୁରୀ : ୨୦ରେ ଅମାବାସ୍ୟା ଓ ପୟାଶ୍ରାଦ୍ଧ ।  ଦୀପାବଳିରେ ହିଁ ହେବ ପୟାଶ୍ରାଦ୍ଧ ।  ୨୧ତାରିଖରେ ଦୀପାବଳି ଓ ପୟା ଶ୍ରାଦ୍ଧକୁ ବାରଣ କରିଛି ପୁରୀ ମୁକ୍ତି ମଣ୍ଡପ ପଣ୍ଡିତ ସଭା ।  ପୁରୀ ଭକ୍ତ ସାଲବେଗ ପୀଠରେ ମୁକ୍ତିମଣ୍ଡପ ପଣ୍ଡିତ ସଭାର ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି । ୨୦ ଓ ୨୧ ତାରିଖକୁ ନେଇ ଲାଗି ରହିଥିଲା ଦ୍ବନ୍ଦ୍ବ । ତେବେ ୨୦ତାରିଖ ଦିନ ୩ଟା ୨୩ରୁ ଠାରୁ ଆରମ୍ଭ ହେବ ପୟା […]

Read More Text.
Images (1)

ସ୍ନେହାଙ୍ଗିନୀ ଛୁରିଆ ବିଜେଡିର ନୂଆପଡ଼ା ବିଧାନସଭା ପ୍ରାର୍ଥୀ

ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ। ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି। ନୂଆପଡ଼ା ବିଧାନସଭା ଆସନରେ ପୂର୍ବରୁ ବିଜେପି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଥିବା ସମୟରେ କଂଗ୍ରେସ ଘାସିରାମ ମାଝୀଙ୍କୁ ମଇଦାନକୁ ଉତାରିଛି। ଏଥର ଉପନିର୍ବାଚନରେ ତ୍ରିମୁଖୀ ଲଢ଼େଇ ହେବା ନିଶ୍ଚିତ ହୋଇଛି।

Read More Text.
Bjp 1

ନୂଆପଡାରେ ବିଜେପିର ମିଶ୍ରଣ ପର୍ବ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଉଦ୍ୟାନବନ୍ଧ ଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପ୍ରାୟ ୧୮ଜଣ ସରପଞ୍ଚ, ୨୦ଜଣ ସମିତି ସଭ୍ୟଙ୍କ ସହ ପ୍ରାୟ ୩୦ଟି ବିଭିନ୍ନ ସଂଗଠନର ଅଧିକାରୀ ଏବଂ ଶହ ଶହ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି । ଏହି ସଭାରେ ରାଜ୍ୟ ସଭାପତିଙ୍କ ସହ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ପୂର୍ବତନ […]

Read More Text.
Fake v

ମାଓବାଦୀ ନାଁରେ ବାପାକୁ ପୁଅର ଧମକପୂର୍ଣ୍ଣ ଚିଠି, ’୩୫ ଲକ୍ଷ ନଦେଲେ ପରିବାରକୁ ମାରିଦେବି’

ଭବାନୀପାଟଣା : ବାପାଙ୍କଠୁ ୩୫ ଲକ୍ଷ ଟଙ୍କା ଆଦାୟ ପାଇଁ ଧରାପଡ଼ିଲା ପୁଅର କାରସାଦି । ମାଓବାଦୀ ନାଁରେ ବାପାଙ୍କୁ ଧମକପୂର୍ଣ୍ଣ ଚିଠି ଲେଖିଥିଲା । ୩୫ ଲକ୍ଷ ଟଙ୍କା ବଟି ଦେବାକୁ କହିଥିଲା । ଘଟଣାର ତଦନ୍ତ ପରେ ପୋଲିସ ବ୍ୟବସାୟୀଙ୍କ ପୁଅକୁ ଗିରଫ କରିଛି । ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ରପ୍ରା ରୋଡରେ । ସୂଚନା ଅନୁସାରେ ରପ୍ରା ରୋଡର ଜାଣେ ଠିକାଦାର ଦିନେଶ ଅଗ୍ରୱାଲଙ୍କ ପୁଅ ଅଙ୍କୁଶ ଅଗ୍ରୱାଲ […]

Read More Text.
Images

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିପାରେ ୫ କିଲୋ ଅଧିକ ଚାଉଳ

ଭୁବନେଶ୍ବର : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ମୁଣ୍ଡ ପିଛା ବଢ଼ିପାରେ ଚାଉଳ । ଆଗରୁ ରାସନ କାର୍ଡଧାରୀଙ୍କୁ ୫କିଲୋ ଚାଉଳ ମିଳୁଥିଲା । ହେଲେ ଏବେ ସରକାର ଅଧିକ ଚାଉଳ ଦେବାକୁ ଚିନ୍ତା କରୁଥିବା ଜଣାଯାଇଛି । ଏଭଳି ସଙ୍କେତ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ହିତାଧିକାରୀଙ୍କୁ ୫କିଲୋ ଚାଉଳ ପର୍ଯ୍ୟାପ୍ତ ହେଉନଥିବା ଜାଣି ସରକାର ପରିମାଣରେ ପରିବର୍ତ୍ତନ ଆଣିବାକୁ ଚିନ୍ତା କରୁଛନ୍ତି । ଏହା ଉପରେ ଯୋଗାଣ […]

Read More Text.
Champua

ଶ୍ବଶୁର ଘରେ ନିଆଁ ଲଗାଇଲା ଜ୍ୱାଇଁ

କେନ୍ଦୁଝର : ଶ୍ବଶୁର ଘରେ ନିଆଁ ଲଗାଇ ଜ୍ୱାଇଁ ଫେରାର । କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ମଙ୍ଗଳପୁର ଗାଁରେ ଜ୍ବାଇଁର ଉନ୍ମତ୍ତ କାଣ୍ଡ । ଶାଶୁ, ଶ୍ୱଶୁର, ସ୍ତ୍ରୀ ଓ ଝିଅ ଗୋଟିଏ ଘରେ ଶୋଇଥିବାବେଳେ ସେମାନଙ୍କୁ ସେହି ଘରେ ବନ୍ଦ କରି ଅନ୍ୟ ଘରେ ନିଆଁ ଲାଗାଇଦେଇଥିଲେ ଜ୍ବାଇଁ ଅଙ୍କୁର ଷଡ଼ଙ୍ଗୀ । ପଡୋଶୀ ଲୋକଙ୍କ ସହାୟତାରେ ପରିବାର ଲୋକଙ୍କୁ ଉଦ୍ଧାର କରାଯିବା ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ପାରିବାରିକ […]

Read More Text.
Nandu babu

କଂଗ୍ରେସ ଭବନରେ ହାଇଡ୍ରାମା, ପୁଣି ବିବାଦରେ ଛନ୍ଦି ହେଲେ ନାଣ୍ଡୁ ଧଳ

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ କରାଇ ଦିଅଗଲା ନାହିଁ ବୋଲି କହିଛନ୍ତି ନାଣ୍ଡୁ ଧଳ । କିଛି ସମର୍ଥକଙ୍କୁ ନେଇ କଂଗ୍ରେସ ଭବନରେ ପହଞ୍ଚିଥିଲେ ନାଣ୍ଡୁ ଧଳ । କିନ୍ତୁ ତାଙ୍କୁ ଭିତରକୁ ପଶିବାକୁ ଦିଆଯାଇ ନଥିଲା । ଏନେଇ […]

Read More Text.