ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର
ଭୁବନେଶ୍ୱର : ବିଶିଷ୍ଟ ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା । ଓଡ଼ିଶାର ମୋଟ୍ ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର । ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ । ୧୦ ଜଣଙ୍କୁ ମିଳିବ ପ୍ରଶଂସନୀୟ ସେବା ପଦକ । ADG ସଞ୍ଜୀବ ପଣ୍ଡା ଓ DSP ସ୍ମିତାରାଣୀ ମହାନ୍ତିଙ୍କୁ ମିଳିବ ରାଷ୍ଟ୍ରପତି ପଦକ । ସବ୍ ଇନ୍ସପେକ୍ଟର ମନ୍ମଥ ମହାପାତ୍ରଙ୍କୁ ସାହସିକତା ପଦକ ମିଳିବ । ସେହିପରି ହାବିଲଦାର ନିରାକାର ଭୁଏଙ୍କୁ […]
Read More Text.