ଦୁର୍ଗାପୁର ଜଙ୍ଗଲରେ କ୍ରାଇମ୍ ସିନ୍ ରିକ୍ରିଏସନ୍
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଖୋଳତାଡ ଜାରି ରଖିଛି ଦୁର୍ଗାପୁର ପୁଲିସ । ଘଟଣାରେ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ପଚରାଉଚରା କରାଯିବା ପରେ ଆଜି ପୁଲିସ କ୍ରାଇମ ସିନ୍ ରିକ୍ରିଏସନ୍ କରୁଛି । ଜଣେ ଅଭିଯୁକ୍ତକୁ ଧରି ଦୁର୍ଗାପୁର ପରାନଗଞ୍ଜ ଜଙ୍ଗଲରେ ପହଞ୍ଚି କ୍ରାଇମ୍ ସିନ୍ ରିକ୍ରିଏସନ୍ କରୁଛି ପୁଲିସ ଟିମ୍ । ଏହି ସମୟରେ ଦୁର୍ଗାପୁର ଡିସିପି ଓ ତଦନ୍ତକାରୀ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି । ଗଣଦୁଷ୍କର୍ମ ମାମଲାରେ […]
Read More Text.