ମହିଳାଙ୍କୁ କାର୍ ପାଇଁ ଋଣ ଦେବେ ମୋହନ ସରକାର
ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର କିଣିବା ପାଇଁ ବ୍ୟାଙ୍କରୁ ଜଣଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ରୁଣ ଯୋଗାଇ ଦିଆଯିବ। ପ୍ରଥମ ବର୍ଷରେ ୨୦୦ ଜଣଙ୍କୁ , ଦ୍ୱିତୀୟ ବର୍ଷରେ ୨୫୦, ତୃତୀୟ ବର୍ଷରେ […]
Read More Text.