Mexico

ମେକ୍ସିକୋରେ ବର୍ଷାର ତାଣ୍ଡବ, ବନ୍ୟା ଓ ଭୂସ୍ଖଳନରେ ୪୧ ମୃତ

ମେକ୍ସିକୋ : ଗତ କିଛି ଦିନ ଧରି ମୁଷଳ ଧାରାରେ ବର୍ଷା ହେବା ଯୋଗୁଁ ମେକ୍ସିକୋରେ ପରିସ୍ଥିତି ଖରାପ ହେବାରେ ଲାଗିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ବନ୍ୟା ଏବଂ ଭୂସ୍ଖଳନ ହେବା ଯୋଗୁଁ ମେକ୍ସିକୋରେ ୪୧ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନାନୁଯାୟୀ, ଶନିବାର ସୁଦ୍ଧା ମେକ୍ସିକୋ ସିଟିର ଉତ୍ତରରେ ଥିବା ହିଡାଲଗୋ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ମେକ୍ସିକୋର ପୁଏବଲା […]

Read More Text.
Pm

ବିହାର ନିର୍ବାଚନ ଆସନ ବୁଝାମଣା, ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଓ ୨୯ ଆସନରେ ଲଢ଼ିବେ ଏଲଜେପି

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ପାଇଁ ସରିଲା ଏନଡିଏର ଆସନ ବୁଝାମଣା। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭା ନିର୍ବାଚନରେ ଉଭୟ ବିଜେପି ଓ ଜେଡିୟୁ ୧୦୧ ଲେଖାଏଁ ଆସନରେ ଲଢ଼ିବେ। ଚିରାଗ ପାଶୱାନଙ୍କ ଲୋକ ଜନଶକ୍ତି ପାର୍ଟି- ରାମବିଳାସ ୨୯ ଆସନରେ ଲଢ଼ିବ। ଉପେନ୍ଦ୍ର କୁଶୱାହାଙ୍କ ରାଷ୍ଟ୍ରୀୟ ଲୋକମୋର୍ଚ୍ଚା ଓ ଜିତନ ରାମ ମାଞ୍ଝୀଙ୍କ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା ଉଭୟ ୬ଟି ଲେଖାଏ ଆସନରେ ପ୍ରାର୍ଥୀ ଦେବେ। ସମସ୍ତ ଅଂଶୀଦାର ଦଳଙ୍କ ସହ ଆଲୋଚନା ପରେ […]

Read More Text.
Accident

ବାଇକ୍କୁ ଧକ୍କା ଦେଲା କାର୍, ୨ ମୃତ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଆଜମଗଡ ଜିଲ୍ଲାରେ ବଡ଼ ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତଗାମୀ କାର୍ ମୋଟରସାଇକେଲ ଆରୋହୀଙ୍କୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ପାଇବା ମାତ୍ରେ ପୋଲିସ ପହଞ୍ଚି ମାମଲା ରୁଜୁ କରିବା ସହ କାର୍ ଚାଳକଙ୍କୁ ଖୋଜିବା ଆରମ୍ଭ କରିଛି । ଏଥିସହ ପୋଲିସ ମୃତଦେହକୁ ପୋଷ୍ଯମର୍ଟମ ପାଇଁ ପଠାଇଛି । ସୂଚନାନୁଯାୟୀ, ଏକ ଦ୍ରୁତଗାମୀ କାର ଧକ୍କା ଦେବାରୁ ଦୁଇଜଣ ମୋଟରସାଇକେଲ […]

Read More Text.

ଗଳାକାଟି ହତ୍ୟା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ

ରେଙ୍ଗାଲିକ୍ୟାମ୍ପ: ଜଣେ ବ୍ୟକ୍ତିଙ୍କ ଗଳାକାଟି ହତ୍ୟା କରିବା ପରେ ରାସ୍ତାକଡ଼ରେ ଫିଙ୍ଗିଦେଲେ ମୃତଦେହ। ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଚକୁଳି ଫାର୍ମ ସତୀଜୋର ନୂନେଇଗୁଡ଼ି ନିକଟ ୫୩ ନମ୍ବର ମୁଖ୍ୟ ଜାତୀୟ ରାଜପଥ ସମ୍ବଲପୁର-ବରଗଡ଼ ରାସ୍ତାକଡ଼ରୁ ଗଳାକଟା ମୃତଦେହକୁ ଜବତ କରିଛି ପୁଲିସ। ହତ୍ୟାର ଶିକାର ହୋଇଛନ୍ତି ବରଗଡ଼ ଜିଲ୍ଲା ବରାହ ଗୋଡା ଗ୍ରାମାଞ୍ଚଳ ଥାନା ବରାହ ଗୋଡା ଗୌରାଙ୍ଗ ଟିକ୍ରା ଗ୍ରାମର ୫୫ ବର୍ଷୀୟ ମହାଦେବ […]

Read More Text.
Bhakta das

ନୂଆପଡାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି: ଭକ୍ତ

ନୂଆପଡ଼ା: ନୂଆପଡ଼ାରେ କଂଗ୍ରେସ ସ୍ଥିତି ବହୁତ ଭଲ ରହିଛି।  ଏଥର ତ୍ରିକୋଣୀୟ ଲଢ଼େଇ ହେବ ନାହିଁ। କଂଗ୍ରେସ ହାତକୁ ଏହି ଆସନ ଯିବ। ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ନୂଆପଡ଼ାରେ କଂଗ୍ରେସ ପାର୍ଥୀ ଘାସିରାମ ମାଝୀ ଜଣେ ସାଲିସ ବିହୀନ ସଂଗ୍ରାମୀ। ସେ ସୁଖଦୁଃଖରେ ଲୋକଙ୍କ ସହ ରହିଛନ୍ତି। ପୂର୍ବ ନିର୍ବାଚନରେ ଆମେ ତାଙ୍କୁ ଟିକେଟ ଦେଇପାରି ନ ଥିଲେ। ଏବେ ଆମେ ଭୁଲ […]

Read More Text.
Anugul 1068x601

ଡାକ୍ତରଖାନାରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ

ଅନୁଗୋଳ: ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଜୋର ଜବରଦସ୍ତି ନେଇଗଲେ ମୃତଦେହ। ହିଙ୍ଗୁଳା ଖଣି ନିକଟରେ ଟ୍ରକ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ସମ୍ପର୍କୀମାନେ ମୃତଦେହ ଧରି ପଳାଇଥିଲେ। ମୃତକ ହେଲେ ସାକସିଙ୍ଗା ଗାଁର ରଜତ ନାୟକ(୨୭) । ସୂଚନା ଅନୁସାରେ, ସାକସିଙ୍ଗା ଗ୍ରାମର ରଜତ ନିଜେ ଗାଡ଼ି ମାଲିକ ଥିବାବେଳେ ନିଜ ଗାଡି ନିଜେ ଚଳାନ୍ତି । ଆଜି […]

Read More Text.
River

କାଠଯୋଡ଼ିରେ ବୁଡ଼ିଗଲେ ୨ ନାବାଳକ

କଟକ : କାଠଯୋଡ଼ି ନଦୀରେ ବୁଡ଼ି ଦୁଇ ଜଣ ନାବାଳକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି। କୂଳସରିଚୁଆଁ ନିକଟ କାଠଯୋଡ଼ି ନଦୀରେ ରବିବାର ଏହି ଅଘଟଣ ଘଟିଛି। ନାବାଳକ ଦ୍ଵୟ ନଦୀରେ ଗାଧୋଇବା ସମୟରେ ଭାସିଯାଇଥିଲେ। ଉଭୟଙ୍କ ଘର ସ୍ଥାନୀୟ ବସ୍ତକୁଣ୍ଡଳ ଗ୍ରାମରେ। ଅଗ୍ନିଶମ ବାହିନୀ ନାବାଳକମାନଙ୍କୁ ଉଦ୍ଧାର କରିବା ଲାଗି ନଦୀରେ ଖୋଜାଖୋଜି ଜାରି ରଖିଛି।

Read More Text.
Aparajita

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଅପରାଜିତା

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ଅପରାଜିତା । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ତାଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଅପରାଜିତା କହିଛନ୍ତି, ନବୀନଙ୍କୁ ଭେଟି ବହୁତ ଖୁସି ଲାଗିଲା । ସେ ଅତୀତର ଅନେକ ଘଟଣାକୁ ଅତି ଆଗ୍ରହର ସହ ମନେପକାଉଥିଲେ । ଉଭୟ ଅନେକ କଥା ହେବା ସହ ଅନେକ ହସିଥିଲେ । ଏହା ଏକ ସୁନ୍ଦର ଭେଟଘାଟ […]

Read More Text.
Winter

ଓଡ଼ିଶାରୁ ଫେରିଯିବ ମୌସୁମୀ, ୧୫ ତାରିଖରୁ ପଡ଼ିବ ଶୀତ !

ଭୁବନେଶ୍ୱର : ଓଡ଼ିଶାରୁ ଫେରିଯିବ ମୌସୁମୀ ।  ଓଡ଼ିଶାରୁ ଦୁଇ ତିନି ଦିନ ଭିତରେ ମୌସୁମୀ ଲେଉଟିବା ଆରମ୍ଭ ହେବ । ମୌସୁମୀ ଲେଉଟାଣି ପାଇଁ ପାଗ ଅନୁକୁଳ ରହିଛି । ୪ ମାସ ୧୩ ଦିନର ରହଣି ପରେ ଏବେ ଓଡ଼ିଶାକୁ ଛାଡିବାକୁ ପ୍ରସ୍ତୁତ ହେଉଛି ମୌସୁମୀ ବାୟୁ । ଅନ୍ୟପଟେ ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । […]

Read More Text.
Baliguda

ନଦୀରେ ଭାସିଗଲେ ଛାତ୍ର

ବାଲିଗୁଡା : ନଦୀରେ ଭାସିଗଲେ ସ୍କୁଲ ଛାତ୍ର । କନ୍ଧମାଳ ଜିଲ୍ଲା କ. ନୂଆଗାଁ ବ୍ଲକ ବାଦୁବାଡ଼ି ନିକଟରେ କାଳିପେନୁ ନଦୀରେ ଜଣେ ଛାତ୍ର ଭାସିଯାଇଛନ୍ତି ।  ଭୋଜି କରିବାକୁ ଆସି ନଦୀରୁ ପାଣି ଆଣିବାକୁ ଯାଇଥିବା ସମୟରେ ଅଘଟଣ ଘଟିଛି ।  ନିଖୋଜ ଜଣକ ହେଲେ ରାଇକିଆ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର । ରାଇକିଆ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶ ଜଣ ଛାତ୍ର ଆଜି ଭୋଜି କରିବାକୁ ବାଦୁବାଡି କାଳିପେନୁ ନଦୀ ନିକଟକୁ […]

Read More Text.