ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୨ ପୌର ଅଧିକାରୀ
ଜଳେଶ୍ଵର: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ ଅଧିକାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍ କ୍ଲିୟର କରିବା ଲାଗି ଜଣେ ଠିକାଦାରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ଭିଜିଲାନ୍ସ ଅଧିକାରୀମାନେ ପୂର୍ବ ଯୋଜନା ମୁତାବକ ସେମାନଙ୍କୁ ଧରିଛନ୍ତି। ସେମାନଙ୍କଠାରୁ ଲାଞ୍ଚ ଅର୍ଥ ଜବତ ହୋଇଛି। ଏହା ପରେ ଭିଜିଲାନ୍ସ ପକ୍ଷରୁ […]
Read More Text.