ସଦଭାବନା ସମିତିର ମାସିକ ସନ୍ଥ ଦିବସରେ ଗୋପବନ୍ଧୁ ଜୟନ୍ତୀ ପାଳନ
ଜିଲ୍ଲାର ୧୦ଟି ସାହିତ୍ୟ ସଂଗଠନକୁ ସଦ୍ଭାବନା ଶ୍ୱେତପତ୍ର ପ୍ରଦାନ ବାରିପଦା: ସଦ୍ଭାବନା ସମିତି ଆନୁକୂଲ୍ୟରେ ସ୍ଥାନୀୟ ଗୋପବନ୍ଧୁ ଭବନ ଠାରେ ୫୫୬ତମ ମାସିକ ସନ୍ଥ ଦିବସରେ ଗୋପବନ୍ଧୁ ଜୟନ୍ତୀ ସମିତିର ପ୍ରତିଷ୍ଠାତା ଧର୍ମରତ୍ନ ପୂର୍ଣ୍ଣଚନ୍ଦ୍ର ବୁଗୁଡେଇଙ୍କ ପୌରହିତ୍ୟରେ ପାଳିତ ହୋଇଯାଇଛି। କବି ସଚ୍ଚିରାଉତରାୟଙ୍କ ସାହିତ୍ୟ ନୁହଁଇ କେବେ ବିଳାସର ଫୁଲ, ଜାତିକୁ ଦେବ ସେ ମୁଭି ତେବେ ଯାଇ ଅମୂଲ ତା ମୂଲ ପ୍ରସଙ୍ଗ ଉପରେ ଜୋର୍ ଦିଆଯାଇ ଆଧୁନିକ ସାହିତ୍ୟକୁ ପ୍ରାଧାନ୍ୟ ଦିଆ ନଯାଇ ମୂଳ ସାହିତ୍ୟ ହିଁ […]
Read More Text.