ଶୋଇଥିବା ବେଳେ ସ୍ବାମୀ ଉପରେ ଗରମ ତେଲ ଢାଳିଲା ସ୍ତ୍ରୀ
ଦିଲ୍ଲୀ : ଦିଲ୍ଲୀର ମଦନଗିରିରେ ଘଟିଛି ଏକ ଅଭାବନୀୟ ଘଟଣା । ଜଣେ ୨୮ ବର୍ଷୀୟ ସ୍ବାମୀ ନିଜ ସ୍ତ୍ରୀ ଉପରେ କରିଛନ୍ତି ଅଭିଯୋଗ । ତାହା ହେଉଛି ଶୋଇଥିବା ସମୟରେ ସ୍ତ୍ରୀ ଫୁଟୁଥିବା ଗରମ ତେଲକୁ ତାଙ୍କ ଉପରେ ଢାଳିବା ସହ ଲଙ୍କା ଗୁଣ୍ଡ ଛିଞ୍ଚି ଦେଇଥିଲେ । ଏହା ସହ ତାଙ୍କ ସ୍ତ୍ରୀ ଧମକ ଦେଇଥିଲେ ଯଦି ସ୍ବାମୀ ପାଟି କରନ୍ତି ତାହେଲେ ତାଙ୍କ ଉପରେ ଆହୁରି ଗରମ ଫୁଟୁଥିବା ତେଲକୁ ଢାଳିଦେବେ ବୋଲି କହିଛନ୍ତି […]
Read More Text.