Heavy rain 1

ରାଜଧାନୀକୁ ରେଡ୍ ଆଲର୍ଟ, ଆହୁରି ୫ ଦିନ ନାହିଁ ବର୍ଷାରୁ ନିସ୍ତାର…!

ଭୁବନେଶ୍ବର: ଗୋଟେପଟେ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରକୁ ଘାଇଲା କରିଛି ଘଣ୍ଟାଏ କାଳର ବର୍ଷା । ପ୍ରବଳ ବର୍ଷା ପରେ ବେହାଲ ହୋଇଛି ରାଜଧାନୀ । ରାସ୍ତାରେ ପାଣି, ଘରେ ପାଣି ପଶି ଜୀବନ ଅସ୍ତବ୍ୟକ୍ତ ହୋଇଛି । ବର୍ଷା ପାଇଁ ଗାଡ଼ି ଫସିଛି, ଟ୍ରାଫିକ ଜାମ ହୋଇଛି । ଏମିତି ନାନା ସମସ୍ୟାରେ ଭୁବନେଶ୍ବର ଆଜି ଘଣ୍ଟାଏ ବର୍ଷା ପରେ ସମ୍ମୁଖୀନ ହୋଇଥିବା ବେଳେ ଭୁବନେଶ୍ବର ପାଇଁ ରେଡ […]

Read More Text.
Chatish ghar

ବିଦ୍ୟୁତ ପ୍ଲାଣ୍ଟରେ ଖସିପଡିଲା ଲିଫ୍ଟ : ୪ ମୃତ

ଛତିଶଗଡ: ଛତିଶଗଡରେ ଏକ ବଡ ଅଘଟଣ ଘଟିଛି । ଶକ୍ତି ଜିଲାରେ ଥିବା ଏକ ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଲିଫ୍ଟ ଖସିପଡିବାରୁ ୪ଜଣଙ୍କ ମୃତ୍ୟୁ ହୋଇଛି । ଏଥିରେ ୬ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପୁଲିସ ସୂଚନା ଅନୁସାରେ ଉଚ୍ଛପିଣ୍ଡା ଗ୍ରାମର ଡାଭରା ଅଞ୍ଚଳରେ ଥିବା ଆରକେଏମ ପାୱାରଜେନ୍‍ ପ୍ରାଇଭେଟ୍‍ ଲିମିଟେଡ ପ୍ଲାଣ୍ଟରେ ଏହି ଦୁର୍ଘଟଣା ଘଟିଛି । ପୁଲିସ ସୂଚନା ଅନୁଯାୟୀ ୧୦ଜଣ କର୍ମଚାରୀ ସେମାନଙ୍କର ସିଫ୍ଟ ଶେଷ କରି ଲିଫ୍ଟ […]

Read More Text.
G2tuaf8wuaad bw

୯୩ ତମ ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ସେନାର ପ୍ରଥମ କର୍ତ୍ତବ୍ୟ । ଏନେଇ ଗାଜିଆବାସ ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବାୟୁସେନା ଦିବସ ପାଳନ ଅବସରରେ ପରେଡ୍‍ ସହ ଆକାଶରେ କୌଶଳ ଦେଖାଉଛନ୍ତି ବାୟୁସେନାର ସ୍ୱତନ୍ତ୍ର ବିମାନ । ବାୟୁସେନାର ପରାକ୍ରମ, ସାହସ, ବଳିଦାନ, ବୀରତ୍ୱର ଗାଥାକୁ ପ୍ରଦର୍ଶିତ […]

Read More Text.
Navi mumbai 11

ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ : ନବି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବିମାନବନ୍ଦର ପ୍ରାୟ ୧୯,୬୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ଐତିହାସିକ ଗ୍ରୀନଫିଲ୍ଡ ପ୍ରକଳ୍ପ। ମୁମ୍ବାଇ ମହାନଗରରେ ଦ୍ବିତୀୟ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ଭାବେ ଏନଏମଆଇଏ ଛତ୍ରପତି ଶିବାଜୀ ମହାରାଜା ଇଣ୍ଟରନ୍ୟାସନାଲ ବିମାନ ବନ୍ଦର ସହିତ ମିଶି କାମ କରିବ । ଏହାଦ୍ବାରା ଛତ୍ରପତି ଶିବାଜୀ ମହାରାଜା ବିମାନବନ୍ଦରରେ ଭିଡ଼ କମ୍ ହେବ । ୧୧୬୦ ହେକ୍ଟର ଜମିରେ […]

Read More Text.
Bombay

୬୦ କୋଟି ଜମା ନ କରିବା ଯାଏଁ ଶିଳ୍ପା ଓ ରାଜ କୁନ୍ଦ୍ରାଙ୍କୁ ବିଦେଶ ଯାତ୍ରା ମନା

ମୁମ୍ବାଇ : ଦିନକୁ ଦିନ ବଢୁଛି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ମୁସ୍କିଲ । ବମ୍ବେ ହାଇକୋର୍ଟ ଆଜି ଶିଳ୍ପା ସେଟ୍ଟୀ ଏବଂ ରାଜକୁନ୍ଦ୍ରାଙ୍କ ୬୦ କୋଟି ଟଙ୍କା ଠକେଇ ମାମଲାରେ ଶୁଣାଣି କରିଛନ୍ତି । ବମ୍ବେ ହାଇକୋର୍ଟ ସେମାନଙ୍କୁ କହିଛନ୍ତି, ଯଦି ସେମାନେ ବିଦେଶ ଯାତ୍ରା କରିବାକୁ ଚାହୁଁଛନ୍ତି, ତେବେ ପ୍ରଥମେ ୬୦ କୋଟି ଟଙ୍କା ଜମା କରିଦିଅନ୍ତୁ । ଦୁହେଁ କୋର୍ଟରେ ସେମାନଙ୍କ ବିରୋଧରେ ଦାୟର ହୋଇଥିବା ୬୦ କୋଟି ଟଙ୍କା ଠକେଇ ମାମଲାରେ ଲୁକଆଉଟ ସର୍କୁଲାରକୁ […]

Read More Text.
Shah rukh khan

ଶାହରୁଖ ଖାନଙ୍କୁ ସମନ, ମାନହାନି କେସରେ ସମୀର ୱାଙ୍ଖଡେ ମାଗିଲେ ୨ କୋଟି କ୍ଷତିପୂରଣ

ନୂଆଦିଲ୍ଲୀ : ବଲିଉଡ ଅଭିନେତା ଶାହରୁଖ ଖାନ ଏବଂ ପତ୍ନୀ ଗୌରୀ ଖାନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ସମନ । ମାନହାନୀ ମାମଲାରେ ଶାହରୁଖଙ୍କ ମାଲିକାନାରେ ଥିବା କମ୍ପାନୀ ରେଡ ଚିଲ୍ଲି ଏବଂ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସକୁ ଏହି ସମନ ଜାରି ହୋଇଥିବା ଜଣାପଡିଛି । ଏନସିବିର ପୂର୍ବତନ ଅଧିକାରୀ ସମୀର ୱାଙ୍ଖଡେଙ୍କ ଆବେଦନ ଉପରେ ସମନ ଜାରି କରିଛନ୍ତି ଦିଲ୍ଲୀ ହାଇକୋର୍ଟ । ସାତ ଦିନ ମଧ୍ୟରେ ସମସ୍ତ ପକ୍ଷକୁ ନିଜ ଉତ୍ତର ଦାଖଲ କରିବାକୁ ନିଦ୍ଦେର୍ଶ ଦେଇଛନ୍ତି […]

Read More Text.
Pak army

ପାକିସ୍ତାନୀ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଟିଟିପିର ଆକ୍ରମଣ, ୧୧ ମୃତ

ପାକିସ୍ତାନ : ପାକିସ୍ତାନରେ ଇସଲାମିଷ୍ଟ ଆତଙ୍କବାଦୀଙ୍କ ଆକ୍ରମଣ । ଆଫଗାନିସ୍ତାନ ସୀମାରେ ଆମ୍ବୁସ୍ । ପାକିସ୍ତାନ ପାରାମିଲିଟାରୀ ଯବାନଙ୍କ ଗାଡ଼ି ଉପରେ ଭୟଙ୍କର ଆକ୍ରମଣ । ଏଥିରେ ୯ ଜଣ ପାରାମିଲିଟାରୀ ଯବାନ ଏବଂ ଦୁଇ ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି । ପାକିସ୍ତାନୀ ତାଲିବାନ ହତ୍ୟା ପାଇଁ ନିଜକୁ ଦାୟୀ କରିଛି । ବୋମା ବିସ୍ଫୋରଣ ପାରାମିଲିଟାରୀ ଗାଡ଼ି ଉପରେ ଆଖିବୁଜା ଗୁଳିମାଡ଼ କରିଥିଲେ ଆତଙ୍କବାଦୀ । ପାକିସ୍ତାନ କୁରମ ଜିଲ୍ଲାରେ ଏହି ଆକ୍ରମଣ ହୋଇଛି । […]

Read More Text.
Pawan singh

ଭୋଜପୁରୀ ସୁପରଷ୍ଟାର ପୱନ ସିଂହଙ୍କୁ Y କ୍ୟାଟେଗୋରୀ ସୁରକ୍ଷା

ବିହାର : ଭୋଜପୁରୀ ସୁପରଷ୍ଟାର ପୱନ ସିଂଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y କ୍ୟାଟେଗୋରୀ ସୁରକ୍ଷା ମିଳିଛି । ତାଙ୍କ ଜୀବନକୁ ବିପଦ ଥିବା ନେଇ ଆଇବିକୁ କିଛି ସୂଚନା ମିଳିବା ପରେ ଗୃହ ମନ୍ତ୍ରଣାଳୟ ସୁରକ୍ଷା ବଢାଇଦେଇଛି । ଏହି ସମୟରେ ସିଆରପିଏଫ କମାଣ୍ଡେ ପୱନ ସିଂହଙ୍କ ସୁରକ୍ଷା ପାଇଁ ନିୟୋଜିତ ରହିବେ । ଭାରତରେ ଭିଭିଆଇପିଙ୍କ ସୁରକ୍ଷା ଅଲଗା ଅଲଗା ରହିଥାଏ । ଏଥିରେ Z, Z+, Y, Y+ କ୍ୟାଟେଗୋରୀ ରହିଥାଏ । Y […]

Read More Text.
Goods train

ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି

ଶ୍ରୀମାଧେପୁର : ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି । ଏହି ଘଟଣା ପରେ ଟ୍ରେନ ଚଳାଚଳା ବାଧାପ୍ରାପ୍ତ ହୋଇଛି । ଖବର ମୁତାବକ, ମାଲବାହୀ ଟ୍ରେନ ଫୁଲେରାରୁ ରିୱାଡିକୁ ଯାଉଥିଲା । ମାଲବାହୀ ଟ୍ରେନ ସ୍ଲୋ ଥିବା ଯୋଗୁଁ ସାମ୍ନାକୁ ଏକ ଷଣ୍ଢ […]

Read More Text.
Uk pm

ଭାରତରେ ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର, ଅନେକ ବାଣିଜ୍ୟ ଚୁକ୍ତି ଉପରେ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ: ଆମେରିକା ସହିତ ଚାଲିଥିବା ଉତ୍ତେଜନାରେ, ଭାରତ ଏବଂ ବ୍ରିଟେନ ମଧ୍ୟରେ ବନ୍ଧୁତା ଗଭୀର ହେଉଥିବା ପରି ମନେ ହେଉଛି । ବ୍ରିଟେନ ପ୍ରଧାନମନ୍ତ୍ରୀ କୀର ଷ୍ଟାରମର ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି । ସେ ବୁଧବାର (୮ ଅକ୍ଟୋବର) ସକାଳେ ମୁମ୍ବାଇରେ ପହଞ୍ଚିଥିଲେ । ଆମେରିକା ଶୁଳ୍କ ନେଇ ଉତ୍ତେଜନା ବୃଦ୍ଧି କରିଥିବା ବେଳେ, ବ୍ରିଟେନ କିଛି ବଡ଼ ଖବର ଆଣିଛି । ଭାରତ ଏବଂ ବ୍ରିଟେନ ମଧ୍ୟରେ ଅନେକ ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା […]

Read More Text.