ଏସ୍ଆଇ ପରୀକ୍ଷା କେଳେଙ୍କାରୀ : ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଭୁବନେଶ୍ଵର : ଏସ୍ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି। ସେପଟେ ପୁଲିସ୍ ସବ୍ ଇନ୍ସପେକ୍ଟର ପରୀକ୍ଷା ଅନିୟମିତତା ମାମଲାରେ ତନାଘନା ଜାରି ରହିଥିବାବେଳେ ବାଲେଶ୍ଵରରୁ ଆଉ ଜଣେ ଅଭିଯୁକ୍ତକୁ ଅଟକ ରଖାଯାଇଥିଲା। ସଦର ଥାନା ରଣସାହିରୁ ଚନ୍ଦନ ମଲ୍ଲିକଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା। ଶନିବାର ବାଲେଶ୍ଵର ଜିଲ୍ଲା ସିଂଲା […]
Read More Text.