ଏସିଆ ପାୱାର ଇଣ୍ଡେକ୍ସ-୨୦୨୫ରେ ବିଶ୍ୱର ତୃତୀୟ ସବୁଠୁ ଶକ୍ତିଶାଳୀ ଦେଶ ପାଲଟିଲା ଭାରତ
ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ଲୋୱି ଇନିଷ୍ଟିଟ୍ୟୁଟ୍ ‘ଏସିଆ ପାୱାର ଇଣ୍ଡେକ୍ସ-୨୦୨୫’ ଜାରି କରିଛି। ଏହି ରିପୋର୍ଟରେ ଏସିୟାର ସୈନ୍ୟ, ଆର୍ଥିକ ଓ କୂଟନୈତିକ ଶକ୍ତିର ବିଶ୍ଲେଷଣ କରାଯାଇଛି। ରିପୋର୍ଟ ଅନୁସାରେ ବିଶ୍ୱର ଶକ୍ତିଶାଳୀ ଦେଶଙ୍କ ସୂଚୀରେ ଭାରତ ତୃତୀୟ ସ୍ଥାନକୁ ପହଞ୍ଚିଛି। ଏଥିରେ ଏସିଆର ୨୭ ଦେଶଙ୍କ ଶକ୍ତିକୁ ୮ ପ୍ରମୁଖ ଆଧାରରେ ଅଙ୍କା ଯାଇଛି, ଯେଉଁଥିରେ ସୈନ୍ୟ କ୍ଷମତା, ଆର୍ଥିକ ଶକ୍ତି, ପ୍ରତିରକ୍ଷା ନେଟୱାର୍କ, କୂଟନୈତିକ ପ୍ରଭାବ, ସାଂସ୍କୃତିକ ପହଞ୍ଚ, ନମନିୟତା ଓ ଭବିଷ୍ୟତର କ୍ଷମତା ଆଦି […]
Read More Text.