ବିଶ୍ବ ଦରବାରରେ ପୁଣି ଚମକିବ ଡଙ୍ଗରିଆଙ୍କ ‘କାପଡ଼ାଗୁନ୍ଦା’: ନିୟମଗିରି ସାଲ୍ କଳାକୃତିକୁ ମିଳିବ ନୂଆ ପରିଚୟ
କୋରାପୁଟ : ପୁଣି ଚମକିବ ନିୟମଗିରିର କପଡାଗୁନ୍ଦା। ନୂଆ ଡିଜାଇନ ସହ ବଜାରକୁ ଆସିବ ବିରଳ ଜନଜାତି ତାଙ୍ଗରିଆଙ୍କ କପଡ଼ାଗୁନ୍ଦା କଳାକୃତି। ଶହ ଶହ ବର୍ଷ ଧରି ରାୟଗଡା ଓ କଳାହାଣ୍ଡି ଜିଲ୍ଲାର ନିୟମଗିରି ଅଞ୍ଚଳର କଲ୍ୟାଣସିଂହପୁର, ବିଷମକଟକ, ମୁନିଗୁଡା, ଲାଞ୍ଜିଗଡ ବ୍ଲକରେ ବସବାସ କରୁଥିବା ଡାଙ୍ଗରିଆ କନ୍ଧ ସମ୍ପ୍ରଦାୟର ମହିଳାମାନେ ଏହି ସାଲ୍କୁ ବୁଣିଥାନ୍ତି। ବିଭିନ୍ନ ଜାନିଯାତ୍ରା ସମେତ ଶୁଭ କାର୍ଯ୍ୟରେ ଏହି ସାଲ୍କୁ ବ୍ୟବହାର କରାଯାଇଥାଏ। ଏହି କପଡାଗୁନ୍ଦାର ଚାହିଦା ବେଶ ରହିବାରୁ ବୁଣାକାରମାନଙ୍କୁ […]
Read More Text.