ଶିଶୁ ଅଧିକାର ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ବୈଠକ
ସୁରକ୍ଷିତ ଶୈଶବ ପାଇଁ ସମନ୍ୱିତ ପଦକ୍ଷେପ ଓ ସୁଦୃଢ଼ ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ବାରିପଦା: ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ରଙ୍କ ଅଧ୍ୟକ୍ଷତାରେ ମୟୂରଭଞ୍ଜ ଜିଲ୍ଲାରେ ଶିଶୁ ଅଧିକାର ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ନେଇ ଏକ ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମ୍ମାନିତ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ଯୋଗଦେଇ ପ୍ରତ୍ୟେକ ଶିଶୁର ସୁରକ୍ଷା, ଶିକ୍ଷା ଓ ଅଧିକାର ସୁନିଶ୍ଚିତ […]
Read More Text.