କାଠ ଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ
ଘଟଗାଁ: ପାରିବାରିକ କଳହରୁ କରୁଣ ପରିଣତି । କାଠଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ବାଙ୍କପାଟୁଳି ଗାଁରୁ ଆସିଛ ଏହି ଅଭିଯୋଗ । ଅଭିଯୁକ୍ତ ସ୍ତ୍ରୀ ଯାତ୍ରୀ ମୁଣ୍ଡାଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ ଗତ ୧୦ ତାରିଖରେ ମୃତକ ଆନନ୍ଦ ମୁଣ୍ଡା ଏବଂ ତାଙ୍କ ପତ୍ନୀ ଯାତ୍ରୀ ମୁଣ୍ଡାଙ୍କ ମଧ୍ୟରେ କୌଣସି ଏକ କାରଣକୁ ନେଇ ପାଟିତୁଣ୍ଡ ଓ ଝଗଡା ହୋଇଥିଲା । ପରେ […]
Read More Text.