ଦୁଇ କୋଟି ମୃତକଙ୍କ ଆଧାର ନମ୍ବର ଅଚଳ
ନୂଆଦିଲ୍ଲୀ : ଡାଟା କ୍ଲିନିଙ୍ଗ ପ୍ରକ୍ରିୟା କ୍ରମରେ ଭାରତର ଏକକ ପରିଚୟ କର୍ତ୍ତୃପକ୍ଷ (ୟୁଆଇଡିଏଆଇ) ୨କୋଟିରୁ ଅଧିକ ଆଧାର ନମ୍ବରକୁ ଅଚଳ କରିଛନ୍ତି। ଅଚଳ ହୋଇଥିବା ଆଧାର ନମ୍ବର ସହିତ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କର ମୃତ୍ୟୁ ହୋଇସାରିଛି ବୋଲି ବୁଧବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ଆଧାର ଡାଟାବେସ୍କୁ ସୁରକ୍ଷିତ ଓ ଏହାର ଦୁରୁପଯୋଗକୁ ରୋକିବା ଲାଗି ଏପରି ପଦକ୍ଷେପ ନିଆଯାଇଛି। ରେଜିଷ୍ଟ୍ରାର ଜେନେରାଲ ଅଫ୍ ଇଣ୍ଡିଆ, ରାଜ୍ୟ ସରକାର, ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗର ମୃତ୍ୟୁ ପଞ୍ଜୀକରଣ […]
Read More Text.