ପୁରୀରେ ଆସନ୍ତାକାଲି ଠାରୁ ହବିଷିଆଳି ବ୍ରତ ଆରମ୍ଭ
ପୁରୀ: ପୁରୀରେ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ଜିଲ୍ଲାରୁ ହବିଷିଆଳି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଲେଣି। ପୁରୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ୪ଟି ସ୍ଥାନରେ ହବିଷିଆଳିଙ୍କ ରହଣି ପାଇଁ ବ୍ୟବସ୍ଥା କରାଯାଇଛି । ଅନଲାଇନ ମାଧ୍ୟମରେ ଆବେଦନ ଆହ୍ୱାନ କରାଯାଇଥିଲା । ଯାଞ୍ଚ ପରେ ଯୋଗ୍ଯ ବିବେଚିତ ହବିଷ୍ୟାଳିମାନେ ନିର୍ଦ୍ଧାରିତ ହବିଷ୍ୟାଳୀ କେନ୍ଦ୍ରରେ ପହଞ୍ଚିବା ଆରମ୍ଭ କଲେଣି। ଜିଲ୍ଲାପାଳ ଦିବ୍ଯଜ୍ୟୋତି ପରି ସମସ୍ତ ହବିଷିଆଳି କେନ୍ଦ୍ର ପରିଦର୍ଶନ […]
Read More Text.