ବନ୍ଦ ହେଲା NASA, ଟ୍ରମ୍ପଙ୍କୁ ଝଟକା
ୱାଶିଂଟନ୍ : ଟ୍ରମ୍ପଙ୍କୁ ବଡ଼ ଝଟକା । ବନ୍ଦ ହେଲା ନାସା । ଆମେରିକାର ମହାକାଶ ବିଜ୍ଞାନ ସଂସ୍ଥା NASA ନିଜେ ଏହି ଘୋଷଣା କରିଛି । NASAଏହାର ସୂଚନା ୱେବସାଇଟରେ ଦେଇଛି ।ଏହାର ୱେବସାଇଟରେ କୁହାଯାଇଛି ଯେ, ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ବନ୍ଦ ରହିଛି । ସରକାରୀ ପାଣ୍ଠିର ଅଭାବ ଯୋଗୁ ଏହାକୁ ବନ୍ଦ ଘୋଷଣା କରାଯାଇଛି । ଏହି ବନ୍ଦ ଘୋଷଣା ପରେ ନାସାରେ କାମ କରୁଥିବା ଇଞ୍ଜିନିୟର୍ ଓ ବୈଜ୍ଞାନିକମାନଙ୍କର ଚିନ୍ତାକୁ ବଢାଇ ଦେଇଛି […]
Read More Text.