IMG 20260810 WA0196

 ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ବାରିପଦା  : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ରାଇରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର, ଉପଜିଲ୍ଲାପାଳ ଶ୍ରୀ ଉଗ୍ରେସନ ଓରାମ ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ […]

Read More Text.
C76QGN3A3VDO3HMLPEDFVWEHCU 1068x712

ରୁଷ ଉପରେ ୟୁକ୍ରେନର ଡ୍ରୋନ୍ ଆକ୍ରମଣ : ୧୨ ମୃତ, ୩୯ ଆହତ

ମସ୍କୋ:ପୁଣିଥରେ ରୁଷ ଓ ୟୁକ୍ରେନ ମଧ୍ୟରେ ଉତ୍ତେଜନା ତୀବ୍ର ହୋଇଛି। ରୁଷର ତାତାରସ୍ତାନ ଅଞ୍ଚଳର ନିଜ୍ନେକାମସ୍କ ସହରରେ ଶିଳ୍ପ ଓ ନାଗରିକ ପ୍ରତିଷ୍ଠାନକୁ ଟାର୍ଗେଟ୍ କରି ୟୁକ୍ରେନ୍ ପକ୍ଷରୁ ବ୍ୟାପକ ଡ୍ରୋନ୍ ଆକ୍ରମଣ କରାଯାଇଥିବା ରୁଷ ପକ୍ଷରୁ କୁହାଯାଇଛି। ଏହି ଆକ୍ରମଣରେ ଅତି କମ୍‌ରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୯ ଜଣ ଆହତ ହୋଇଛନ୍ତି। ସୋମବାର ନିଜ୍ନେକାମସ୍କର ମେୟର ରାଦମିର ବେଲିୟାଏଭ ଏହି ସୂଚନା ଦେଇଛନ୍ତି। ବିଭିନ୍ନ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ଆକ୍ରମଣରେ ତାତାରସ୍ତାନର ଏକ […]

Read More Text.
Jpsc

ପୂର୍ବତନ JPSC ଅଧ୍ୟକ୍ଷ ଏଲ୍ ଖିଆଙ୍ଗଟେ ଗିରଫ କଲା ଝାଡ଼ଖଣ୍ଡ CID

ଝାଡଖଣ୍ଡ : ଝାଡଖଣ୍ଡ ନିଯୁକ୍ତି ପରୀକ୍ଷାରେ ଅନିୟମିତତାକୁ ନେଇ ଛାତ୍ରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଏହାରି ଭିତରେ ପୂର୍ବତନ JPSC ଅଧ୍ୟକ୍ଷ ଏଲ୍ ଖିଆଙ୍ଗଟେଙ୍କୁ ଗିରଫ କଲା ଝାଡ଼ଖଣ୍ଡ CID । ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)ର ପୂର୍ବତନ ଅଧ୍ୟକ୍ଷ ତଥା ଅବସରପ୍ରାପ୍ତ IAS ଅଧିକାରୀ ଏଲ୍ . ଖିଆଙ୍ଗଟେଙ୍କୁ ଝାଡ଼ଖଣ୍ଡ CID ଗିରଫ କରିଛି । JPSC ଦ୍ୱାରା ପରିଚାଳିତ ନିଯୁକ୍ତି ପରୀକ୍ଷାରେ ଅନିୟମିତତା ମାମଲାରେ ତାଙ୍କୁ ଗିରଫ କରାଯାଇଥିବା CID ଏଡିଜି ମନୋଜ […]

Read More Text.
Police jk

ବ୍ୟାରିକେଡ୍ ଡେଇଁ ବିଧାନସଭା ପାଖରେ ପହଞ୍ଚିଲେ ଛାତ୍ର, ପାଣିମାଡ଼ ସହ ପୋଲିସ କଲା ଲାଠିଚାର୍ଜ

ଝାଡ଼ଖଣ୍ଡ : ତୀବ୍ର ହେଉଛି ଝାଡ଼ଖଣ୍ଡରେ ଛାତ୍ର ଆନ୍ଦୋଳନ । ପୋଲିସ – ଆନ୍ଦୋଳନକାରୀ ମୁହାଁମୁହିଁ ହୋଇଛନ୍ତି । ରାସ୍ତାରେ ହଜାର ହଜାର ଛାତ୍ର ପୋଲିସ ବ୍ୟାରିକେଡ୍ ଡେଇଁ ବିଧାନସଭା ପାଖରେ ପହଞ୍ଚିଗଲେ । ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଘଉଡ଼ାଇବାକୁ ପ୍ରଥମେ ପାଣିମାଡ଼ କରିଥିଲା ପୋଲିସ । ଏହା ପରେ ଲାଠିଚାର୍ଜ କରିଥିଲା । ପାଣିମାଡ଼ ବେଳେ ଆନ୍ଦୋଳନକାରୀ ଛାତ୍ର ରେନ୍ ଡ୍ୟାନ୍ସ କରିଥିବା ମଧ୍ୟ ଦେଖିବାକୁ ମିଳିଛି । ପୋଲସକୁ ଖାତିର କରିନଥିଲେ । ଖଣ୍ଡଯୁଦ୍ଧ ସ୍ଥିତି ଉପୁଜିଥିଲା […]

Read More Text.
Lighning Strikes

ବଜ୍ରାଘାତରେ ଚାଲିଗଲା ଦୁଇ ଜୀବନ

ମୟୂରଭଞ୍ଜ: ଆକସ୍ମିକ ବଜ୍ରପାତ ନେଲା ଦୁଇ ଜୀବନ। ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଧୀନ କାଶିପାଳ ଗ୍ରାମରେ ଆକସ୍ମିକ ବଜ୍ରପାତ ଯୋଗୁଁ ଦୁଇ ଜଣ ମୃତ୍ୟୁବରଣ କରିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ରାଜାବସା ପଞ୍ଚାୟତ କାଶିପାଳ ଗ୍ରାମର ସ୍ବର୍ଗତ ହରି ହାଁସଦାଙ୍କ ପୁଅ କାତୁଲ ହାଁସଦା ଏବଂ ସ୍ବର୍ଗତ ମଙ୍ଗଲ ହାଁସଦାଙ୍କ ସ୍ତ୍ରୀ ଫୁଲମଣି ହାଁସଦା ସୋମବାର ଗ୍ରାମ ନିକଟସ୍ଥ କ୍ଷେତରେ ଚାଷ କାମ କରୁଥିବା ବେଳେ ହଠାତ ଘଡଘଡି ସହ ବର୍ଷା ହୋଇଥିଲା। ଦୁହେଁ […]

Read More Text.
Suresh pujarii

ଏଗ୍ରିଷ୍ଟେକ ଆଇଡି ପାଇଁ ଚାଷୀଙ୍କ ପାଖକୁ ଯିବେ ସରକାର : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ଏଗ୍ରିଷ୍ଟେକ୍ ଆଇଡି ଦ୍ବନ୍ଦ୍ବ ଦୂର କଲେ ମନ୍ତ୍ରୀ । ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ରାଜସ୍ବ ମନ୍ତ୍ରୀ । ଧାନ ପଞ୍ଜୀକରଣରେ କୌଣସି ଅସୁବିଧା ନାହିଁ । ଗତ ବର୍ଷ ଯେଉଁ ମାନେ ଧାନ ବିକ୍ରି କରିଛନ୍ତି ସେମାନେ ଏଥର ମଧ୍ୟ ବିକ୍ରି କରି ପାରିବେ । ଲୋକସେବା ଭବନରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀସ୍ତରୀୟ ବୈଠକରେ ଆଲୋଚନା ପରେ ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ […]

Read More Text.
Screenshot 2026 08 10 152102 750x430

ଜିଲ୍ଲାପାଳଙ୍କ ଜନଶୁଣାଣିରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା: ଜିଲ୍ଲାପାଳଙ୍କ ଜନ ଶୁଣାଣି କାର୍ଯ୍ୟକ୍ରମରେ ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ। ଚାଷୀଙ୍କୁ କାବୁ କରିନେଲା ପୋଲିସ। କେନ୍ଦ୍ରାପଡ଼ା ରାଜନଗରରୁ ଆସିଛି ଏହି ଅଭାବନୀୟ ଖବର। ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ବିଷ ପିଇବାକୁ ଉଦ୍ୟମ କଲେ ଦୁଇ ଚାଷୀ। ତାଳଚୁଆ ଓ ଢୋଲମରା ଗାଁର ଗଣେଶ ଚନ୍ଦ୍ର ଓ ରାମକୃଷ୍ଣ ମଣ୍ଡଳ ଏଭଳି ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ କାବୁ କରିଥିଲା । ଚାଷୀଙ୍କ ଅଭିଯୋଗ ଅନୁସାରେ, ସେମାନଙ୍କ ଚାଷଜମିକୁ ଲାଗି ବେଆଇନ ଭାବେ […]

Read More Text.
Two Siblings Arrested After Mother Protests False Death Affidavit

ସମ୍ପତ୍ତି ପାଇଁ ମା’କୁ ମୃତ ଘୋଷଣା କଲେ ପୁଅ, ୨ ଜଣଙ୍କୁ ବାନ୍ଧିଲା ପୁଲିସ

ଭୁବନେଶ୍ୱର: ଭଦ୍ରକ ଜିଲ୍ଲାରେ ସମ୍ପତ୍ତି ଜାଲିଆତିର ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପୋଲିସ ଦୁଇ ପୁଅଙ୍କୁ ଗିରଫ କରିଛି। ସେମାନେ ସରକାରୀ ରେକର୍ଡରେ ନିଜ ମା’କୁ ମୃତ ଘୋଷଣା କରି ତାଙ୍କ ଜମି ଏବଂ ଘର ଦଖଲ କରିବା ପାଇଁ ପ୍ରୟାସ କରିଥିଲେ। ଜୟନଗର ଗ୍ରାମର ୪୪ ବର୍ଷୀୟ ଏସ୍.କେ. ତୋଫେକ୍ ଏବଂ ୩୪ ବର୍ଷୀୟ ଏସ୍.କେ. ମୋଜାହିଦ୍ ନାମକ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟରେ ହାଜର କରାଯାଇଥିଲା। କାରଣ ନିକଟରେ ସେମାନଙ୍କ […]

Read More Text.
IMG 20260809 WA0285

ଆନ୍ତର୍ଜାତୀୟ ଆଦିବାସୀ ଦିବସ ପାଳନ ପାଇଁ ଏମଏସସିବି ବିଶ୍ୱବିଦ୍ୟାଳୟ ୱେବିନାର ଆୟୋଜିତ 

ବାରିପଦା : ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ନୃବିଜ୍ଞାନ ଏବଂ ଜନଜାତି ଅଧ୍ୟୟନ ବିଭାଗ ପକ୍ଷରୁ  ବିଶ୍ୱର ଆଦିବାସୀ ଲୋକଙ୍କର ଆନ୍ତର୍ଜାତୀୟ ଦିବସ ପାଳନ ପାଇଁ ଏକ ୱେବିନାର ଆୟୋଜିତ କରାଯାଇଅଛି । ଏହି ଭର୍ଚୁଆଲ ଇଭେଣ୍ଟ “ଆଦିବାସୀ ଧାଇମା ମାନଙ୍କୁ ସମ୍ମାନ: ଜୀବନ ଏବଂ କଲ୍ୟାଣକୁ ସୁରକ୍ଷା ଦେବା” ବିଷୟବସ୍ତୁ ଉପରେ କେନ୍ଦ୍ରିତ ଥିଲା, ଯାହା “ଉତ୍ତର ଓଡ଼ିଶାର ଆଦିବାସୀ ଜନଜାତି: ସାମାଜିକ-ଅର୍ଥନୈତିକ ଏବଂ ଜନସଂଖ୍ୟାଗତ ଦୃଷ୍ଟିକୋଣ” ଉପରେ ଘନିଷ୍ଠ ଭାବରେ ଧ୍ୟାନ ଦେଇଥାଏ। […]

Read More Text.
IMG 20260809 WA0281

ରାଜଗାଳ୍ ଜାହେର ଆୟୋ ମହିଳା ସମିତି ଓ ‘ଫାଗୁନ’ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳିତ

ବାରିପଦା : ଭୂବନେଶ୍ୱରର ଅଗ୍ରଣୀ ସାନ୍ତାଳୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ରାଜଗାଳ୍ ଜାହେର ଆୟୋ ମହିଳା ସମିତି ଏବଂ ମାସିକ ସାନ୍ତାଳୀ ଖବର କାଗଜ ‘ଫାଗୁନ’ ମିଳିତ ସହଯୋଗରେ  ପଟିଆସ୍ଥିତ ଆଦର୍ଶ ବିହାରଠାରେ ଉତ୍ସାହ ଓ ଉଦ୍ଦୀପନାର ସହ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ରାଜଗାଳ୍ ଜାହେର ଆୟୋ ମହିଳା ସମିତିର ସଭାନେତ୍ରୀ ଶ୍ରୀମତୀ ଦେଲହ ସୋରେନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଆଦିବାସୀ ସମାଜର ଗୌରବମୟ ଇତିହାସ, ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରା, ପ୍ରକୃତି […]

Read More Text.