ଝାରସୁଗୁଡ଼ାରେ ମୋଦି: ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍ଘାଟନ
ଝାରସୁଗୁଡା: ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ ଜନସମୁଦ୍ର ପାଲଟିଛି ଝାରସୁଗୁଡା ଅମଲିପାଲି ପଡ଼ିଆ । ଯୁବ ସମାବେଶରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ । ମଞ୍ଚରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିରଷ୍ଠ ନେତା । […]
Read More Text.