ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ବର: ଆସନ୍ତା ୨୦ରେ ନୀତିଶ କୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ବିହାର ସରକାରଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସ୍ବତନ୍ତ୍ର ନିମନ୍ତ୍ରଣ ମିଳିଛି। ବିହାରରେ ଏନ୍ଡିଏର ବିପୁଳ ବିଜୟ ହୋଇଛି। ତେଣୁ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିହାର ଯିବି। ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ […]
Read More Text.