ଭାରତମୁଣ୍ଡା ସମାଜ ତରଫରୁ ବିଶ୍ୱ ଆଦିବାସୀ ଦିବସ ପାଳିତ
ବାରିପଦା : ଶାମାଖୁଂଟା ବ୍ଲକ ଅନ୍ତର୍ଗତ ବାଲିଡିହା ପଂଚାୟତର ବଡକୁଚିଆମାରା ଗ୍ରାମରେ ଆଜି ଭାରତ ମୁଣ୍ଡା ସମାଜ ଓ ଆଦିବାସୀ ମହାସଂଘ ଓଡିଶା ତରଫରୁ ବିଶ୍ୱଆଦିବାସୀ ଦିବସ ପାଳିତ ହୋଇଯାଇଛି । ଏହି ସଭାରେ ଭାରତ ମୁଣ୍ଡା ସମାଜ ଓଡିଶା ରାଜ୍ୟ ସଭାପତି ଶ୍ରୀଯୁକ୍ତ ରବିନ୍ଦ୍ରନାଥ ସିଂହ ସଭାପତିତ୍ୱ କରି ତାଙ୍କର ପ୍ରାରମ୍ଭିକ ବକ୍ତବ୍ୟରେ ବିଶ୍ୱଆଦିବାସୀ ଦିବସର ତାତ୍ପର୍ଯ୍ୟ ସମ୍ବନ୍ଧରେ କହିବା ସାଙ୍ଗକୁ ଆଦିବାସୀ ମାନଙ୍କର ଜମି, ଜଙ୍ଗଲ ଅଧିକାର ଉପରେ ଆସିଥିବା ଆକ୍ରମଣ , ବିସ୍ଥାପନ […]
Read More Text.