Images 2025 11 17 15 41 53

ଗଣହତ୍ୟା ମାମଲାରେ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ: ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଗଣହତ୍ୟା ମାମଲାରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ । ଇଣ୍ଟରନ୍ୟାସନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ-ICT ହସିନାଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ତାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି । ଗତବର୍ଷ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଜୋରଦାର ଛାତ୍ର ଆନ୍ଦୋଳନ ହୋଇଥିଲା । ଏଥିରେ୧୪ ଶହ ଜଣଙ୍କ ମୃତ୍ୟୁ ହୋଇଥିଲା । ହସିନାଙ୍କ ବିରୋଧରେ ହତ୍ୟା, ନିର୍ଯାତନା, ଷଡଯନ୍ତ୍ର ଓ ମାନବତା ବିରୋଧରେ ଅପରାଧ […]

Read More Text.
Upendra dwivedi

ଯେକୌଣସି ଯୁଦ୍ଧ ପାଇଁ ଭାରତ ସର୍ବଦା ପ୍ରସ୍ତୁତ: ଜେନେରାଲ ଦ୍ବିବେଦୀ

ନୂଆଦିଲ୍ଲୀ : ଶତ୍ରୁକୁ ଚେତାବନୀ । ଯେକୌଣସି ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ । ଅପରେସନ ସିନ୍ଦୂର ଟ୍ରେଲର ମାତ୍ର । ବାକି ଅଛି ପୁରା ଫିଲ୍ମ । ଯଦି କେହି ଆତଙ୍କୀଙ୍କୁ ପ୍ରୋତ୍ସାହିତ କରେ, କଡ଼ା ଜବାବ ଦେବୁ। ଏମିତିକି ସୁଯୋଗ ମିଳିଲେ, ପଡ଼ୋଶୀକୁ କିପରି କରାଯାଏ ବ୍ୟବହାର ଶିଖାଇ ଦେବୁ । ପଡୋଶୀ ଦେଶକୁ ଜେନେରାଲ ଦ୍ବିବେଦୀଙ୍କ ଚେତାବନୀ । ଜେନେରାଲ ଦ୍ୱିବେଦୀ କହିଛନ୍ତି, ପାକିସ୍ତାନ ଗୁପ୍ତ ଭାବରେ ଆତଙ୍କବାଦକୁ ଯେତେ ପ୍ରୋତ୍ସାହିତ କରୁନା କାହିଁକି, […]

Read More Text.
Nitish kumar

ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ, ୨୦ରେ ଶପଥ ଗ୍ରହଣ ଉତ୍ସବ

ବିହାର : ବିହାରରେ ନୂଆ ସରକାର ଗଠନକୁ ନେଇ ହଲଚଇ ସୃଷ୍ଟି ହୋଇଛି । ଏହାରି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସୋମବାର ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି । ୨୪୩ ସଦସ୍ୟ ବିଶିଷ୍ଟ ବିଧାନସଭାରେ ୨୦୨ ଆସନ ଜିତି NDA ଐତିହାସିକ ବହୁମତ ହାସଲ କରିଛି । ନିର୍ବାଚନରେ ବିଜେପି ୮୯, ଜେଡିୟୁ ୮୫, ଏଲଜେଏପି (ରାମ ବିଳାସ) ୧୯ ଏବଂ ଅନ୍ୟାନ୍ୟ ସହଯୋଗୀ ଦଳ ୯ ଆସନ ଜିତିଥିଲା । […]

Read More Text.
Saudi arabia

ସାଉଦି ଆରବରେ ବସରେ ଲାଗିଗଲା ନିଆଁ, ୪୨ ଭାରତୀୟ ମୃତ !

ସାଉଦି ଆରବ: ସାଉଦି ଆରବରେ ବଡ଼ ଅଘଟଣ । ସାଉଦି ଆରବ ମଦିନାରେ ଦୁର୍ଘଟଣାରେ ଜଳିଗଲା ବସ୍ । ଏଥିରେ ୪୨ ଭାରତୀୟଙ୍କ ମୃତ୍ଯୁ ହୋଇଛି । ଡିଜେଲ ଟ୍ୟାଙ୍କର ସହିତ ବସ୍ ଧକ୍କା ହେବାରୁ ଜଳିଗଲା ବସ୍ । ଏମାନେ ମକ୍କାରୁ ମଦିନା ଯାଉଥିବା ବେଳେ ବସ ଦୁର୍ଘଟଣାର ଶିକାର ହୋଇଥିଲା । ସମସ୍ତ ମୃତକ ତେଲଙ୍ଗାନାର ହୋଇଥିବା ଜଣାପଡିଛି । ଖବର ମୁତାବକ, ସାଉଦି ଆରବ ମକ୍କାରୁ ମଦିନା ଯାଉଥିବା ବସ୍ ଡିଜେଲ ଟ୍ୟାଙ୍କର ସହିତ […]

Read More Text.
Isro 2

୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ, ଇସ୍ରୋର ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ : ୨୦୨୮ରେ ଲଞ୍ଚ ହେବ ଚନ୍ଦ୍ରଯାନ-୪ ମିଶନ । କେନ୍ଦ୍ର ସରକାର ଏହି ମିଶନ ପାଇଁ ଅନୁମୋଦନ ଦେଇ ସାରିଥିବା ବେଳେ ଇସ୍ରୋ ଏଥିପାଇଁ ଉଦ୍ୟମ ଆରମ୍ଭ କରିଛି । ଏହି ମିଶନରେ ଚନ୍ଦ୍ରରୁ ନମୂନା ସଂଗ୍ରହ କରାଯିବାକୁ ଥିବାରୁ ଏହା ଏକ ଜଟିଳ ମିଶନ ହେବ । ଏପର୍ଯ୍ୟନ୍ତ କେବଳ ଆମେରିକା, ଚୀନ ଓ ଋଷ ସଫଳତାର ସହ ଚନ୍ଦ୍ରରୁ ନମୂନା ସଂଗ୍ରହ କରିଥିବା ବେଳେ ଭାରତ ନିଜର ଚନ୍ଦ୍ରଯାନ-୪ ମିଶନରେ ଏହି ସଫଳତା ହାସଲ […]

Read More Text.
Image 2025 11 17t124002.432

ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସମେତ ୪ ଅଭିନେତାଙ୍କୁ ବୋମା ଧମକ

ଚେନ୍ନାଇ: ତାମିଲନାଡୁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ରବିବାର ରାତିରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ, ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ଘରକୁ ବୋମା ଧମକ ଦିଆଯାଇଛି । ଏହି ଘଟଣା ଜଣାପଡ଼ିବା ମାତ୍ରେ ଆତଙ୍କ ଖେଳିଯାଇଛି ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି । ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏବଂ ଅଭିନେତା ଅଜିତ କୁମାର, ଅରବିନ୍ଦ ସ୍ୱାମୀ ଏବଂ ଖୁସବୁଙ୍କ ବାସଭବନକୁ ବୋମାରେ […]

Read More Text.
Photo for the news of fire

ଅଗ୍ନିକାଣ୍ଡ: ଗାଈ ଜୀବନ୍ତ ଦଗ୍ଧ

ଆଗରପଡ଼ା:ଗୁହାଳ ଘରେ ନିଆଁ ଲାଗି ଗୋଟିଏ ଗର୍ଭିଣୀ ଗାଈ ଜୀବନ୍ତ ଦଗ୍ଧ ହୋଇ ଥିବାବେଳେ ଅନ୍ୟ ୨ଟି ବାଛୁରୀ ଓ ଗୋଟିଏ ଗାଈ ଅର୍ଦ୍ଧାଧିକ ପୋଡ଼ି ଯାଇ ଗୁରୁତର ଅବସ୍ଥାରେ ଅଛନ୍ତି । ଆଗରପଡ଼ାସ୍ଥିତ ରାଉତରାପୁର ଗ୍ରାମର କୁଳମଣୀ ସେଠୀଙ୍କ ଗୁହାଳ ଘରେ ହଠାତ ନିଆଁ ଲାଗି ଯାଇଥିଲା । ଏହା ଦେଖି ଲୋକମାନେ ପଶୁମାନଙ୍କୁ ଗୁହାଳରୁ ଉଦ୍ଧାର କରିବାପାଇଁ ଚେଷ୍ଟାକରି ବିଫଳ ହୋଇଥିଲେ । ଯଦ୍ଦ୍ୱାରା ଗୋଟିଏ ଗର୍ଭିଣୀ ଗାଈ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲା […]

Read More Text.
Photo for the news of rail worker

ରେଳ କର୍ମଚାରୀଙ୍କ ଅକାଳ ବିୟୋଗ

ଆଗରପଡ଼ା:ବନ୍ତବ୍ଲକ ରାମପୁର ପଂଚାୟତ ଅଳଉତି ଗ୍ରାମର ରେଳ କର୍ମଚାରୀ(ବିଦ୍ୟୁତ୍ ବିଭାଗ) ଅଶୋକ ସାହୁଙ୍କର (୫୯) କୀଡିନ୍ ଜନିତ ରୋଗରେ ଆକ୍ରାନ୍ତ ହୋଇ ବିୟୋଗ ଘଟିଛି । ତାଙ୍କର ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ ଜଣେ ପରୋପକାରୀ, ଦୟାଳୁ ବ୍ୟକ୍ତି ଥିଲେ । ତାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳି ଯାଇଥିଲା । ଏହି ଖବର ପାଇ ସ୍ଥାନୀୟ ସରପଂଚ ଗିରିଧାରୀ ସାହୁ, ମାଳିରାମ ବେହୁରିଆ, […]

Read More Text.
Photo for the news of adhapantaria road

ଉଚ୍ଛେଦ ପ୍ରକ୍ରିୟା ବିଳମ୍ବ: ରାସ୍ତା ନିର୍ମାଣ ଅଧପନ୍ତରିଆ

ବଜୁରି ଓ ମେଣ୍ଟାଲ ବିଛା ରାସ୍ତାରେ ଦହଗଞ୍ଜ ବାଟୋଇ ଆଗରପଡ଼ା:ଉଚ୍ଛେଦ ପ୍ରକ୍ରିୟାରେ ବିଳମ୍ବ ଘଟୁଥିବାରୁ ବନ୍ତ ବ୍ଳକ ଅନ୍ତର୍ଗତ ବିଭିନ୍ନ ପଂଚାୟତ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣରେ ବିଳମ୍ବ ଘଟୁଥିବା ଜଣାପଡ଼ିଛି । ଏହିପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବନ୍ତ ବ୍ଲକ ଛୟାଳସିଂ ପଂଚାୟତ ମଙ୍ଗୁଲି ଠାରୁ ଗଣିଜାଙ୍ଗ ଭାୟା ଗୋପାଳପୁର,ଆମ୍ବଗଡ଼ିଆ ଯାଇଥିବା ୮.୫୦୦ କିମି ଦୂରତ୍ୱ ବିଶିଷ୍ଟ ରାସ୍ତାର ନିର୍ମାଣ ଠାରେ । ବାରମ୍ବାର ଉକ୍ତ ରାସ୍ତାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ […]

Read More Text.
22 1

ଡିସେମ୍ବର ୧ରୁ ଘରୋଇ ବସ ଧର୍ମଘଟ !

କଟକ : ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ ଏମଭି କ୍ଷମତା ନ ଦେବାକୁ ବସ୍ ମାଲିକ ସଂଘ ଦାବି କରିଛି । ଏ ନେଇ ବସ୍‌ ମାଲିକ ସଂଘ […]

Read More Text.