ନିଜ ଦେଶବାସୀଙ୍କ ଉପରେ ଏୟାରଷ୍ଟ୍ରାଇକ କଲା ପାକିସ୍ତାନ, ୩୦ ମୃତ
ପାକିସ୍ତାନ : ନିଜ ଦେଶରେ ଏୟାରଷ୍ଟ୍ରାଇକ୍ କଲା ପାକିସ୍ତାନ ବାୟୁସେନା । ପାକିସ୍ତାନୀ ସେନା ନିଜ ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ଶିଶୁ ଏବଂ ମହିଳା ସମେତ ୩୦ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି । ଖବର ମୁତାବକ, ପାକିସ୍ତାନୀ ବାୟୁସେନା ଭୋର ପ୍ରାୟ ୨ଟା ସମୟରେ ଖୈବର ପଖତୁନଖ୍ୱା ପ୍ରଦେଶର ତିରାହ ଉପତ୍ୟକାର ମତ୍ରେ ଦାରା ଗାଁରେ ଜେଏଫ୍-୧୭ ଲଢ଼ୁଆ ବିମାନରୁ ଅତି କମରେ ୮ଟି ଏଲଏସ-୬ ବୋମା ପକାଇଥିଲା । ଯେଉଁଥିରେ ୩୦ରୁ ଅଧିକ ନିରୀହ […]
Read More Text.