ମୟୂରଭଞ୍ଜରେ ପାଳିତ ହେଲା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ତଥା ଜିଲ୍ଲା ସ୍ତରୀୟ ଜନଜାତିୟ ଗୌରବ ଦିବସ -୨୦୨୫
ବାରିପଦା: ମହାନାୟକ ଧର୍ତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀ ଅବସରରେ ସମଗ୍ର ଦେଶରେ ଜନଜାତିୟ ଗୌରବ ଦିବସ-୨୦୨୫ ପାଳିତ ହୋଇଯାଇଛି ଏବଂ ଏହି ସ୍ୱତନ୍ତ୍ର ଦିବସ ପାଳନ ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ ରୁ ଏହି ଦିବସ ପାଳନ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ଏବଂ ସମଗ୍ର ଦେଶବାସୀଙ୍କୁ ଆଭାସୀ ମାଧ୍ୟମରେ ଉଦବୋଧନ ଦେଇଥିଲେ। ଏହି ପରିପ୍ରେକ୍ଷୀରେ, ଓଡ଼ିଶା ସରକାରଙ୍କର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ […]
Read More Text.