Download

ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ ଅଂଶ ମଧ୍ୟ ନଷ୍ଟ ହୋଇଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ସେ ଶରୀରର ବିଭିନ୍ନ ଅଂଶ ଖଣ୍ଡ ଖଣ୍ଡ ହୋଇ ୩୦୦ ଫୁଟ ଦୂର ପର୍ଯ୍ୟନ୍ତ ବିଛାଡି ହୋଇ ପଡିଥିଲା । ସ୍ଥାନୀୟ […]

Read More Text.
Pm kisan yojna

୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ। ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ […]

Read More Text.
Untitled 1 copy

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । ବିସ୍ଫୋରଣ ପରେ ବେଆଇନ କାର୍ଯ୍ୟକଳାପ ଆଇନ ଅନୁଯାୟୀ ମାମଲା ରୁଜୁ ହେବା ପରେ ଜାତୀୟ ମେଡିକାଲ କମିଶନ ଶୁକ୍ରବାର ଦିନ ମୁଜାଫର ଅହମ୍ମଦ, ଡାକ୍ତର ଆଦିଲ୍‌ ଅହମ୍ମଦ ରାଠର, ଡାକ୍ତର ମୁଜାମ୍ମିଲ ସକିଲ୍‌ ଏବଂ […]

Read More Text.
Kotia

କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ

ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ କୋଟିଆରେ ଅନୁପ୍ରବେଶ କରି ନିଜ ଆଡକୁ ଲୋକଙ୍କୁ ଆକର୍ଷିତ କରିବାକୁ କିଛି କାର୍ଯ୍ୟକ୍ରମ ଆୟୋଜନ କରିବା ପରେ ବ୍ଲକ ପ୍ରଶାସନ ଏଭଳି ଆଭିମୁଖ୍ୟ ଆପଣାଇଛି। କୋରାପୁଟ ଜିଲାର ବିବାଦୀୟ କୋଟିଆ ପଞ୍ଚାୟତ ସମସ୍ୟାର ସମାଧାନ […]

Read More Text.
00 6

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ । ଆଜି ଏକ ସାମ୍ନାଦିକ ସମ୍ମିଳନୀରେ ଡିଜିପି କହିଛନ୍ତି , ନୌଗାମ ପୁଲିସ ଷ୍ଟେସନରେ ହୋଇଥିବା ବିସ୍ଫୋରଣ କେବଳ ଏକ ଦୁର୍ଘଟଣା ଥିଲା, କୌଣସି ଆତଙ୍କୀ ହମଲା ହୋଇନାହିଁ । ଫରିଦାବାଦରୁ ଜବତ ହୋଇଥିବା ୩୬୦ […]

Read More Text.
Screenshot 2025 11 15 171640

ରାଜନୀତି ସହ ପରିବାର ଛାଡିବା ପାଇଁ ଲାଲୁଙ୍କ ଝିଅ ରୋହିଣୀଙ୍କ ଘୋଷଣା

ନୂଆଦିଲ୍ଲୀ: ବିହାର ନିର୍ବାଚନ ଏଥର ଲାଲୁ ପରିବାରକୁ ଦୁଃଖ ଦେଇଛି। ପୂର୍ବରୁ ନିର୍ବାଚନ ସିଟ୍ ସଂଖ୍ୟା ହ୍ରାସ ପାଇଥିଲା ଆଉ ଏବେ ପରିବାର ଭାଙ୍ଗୁଥିବା ନଜର ଆସୁଛି। ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୨୪ ଘଣ୍ଟା ମଧ୍ୟରେ ଲାଲୁ ଯାଦବଙ୍କ ଝିଅ ରୋହିଣୀ ରାଜନୀତି ଓ ପରିବାର ଉଭୟ ଛାଡିବା ପାଇଁ ଘୋଷଣା କରିଦେଇଛନ୍ତି। ସୂଚନାଯୋଗ୍ୟ ରୋହିଣୀ ନିଜ ପିତାଙ୍କୁ କିଡନୀ ଦେଇଥିଲେ। ଏକ୍ସରେ ଲେଖିଥିବା ପୋଷ୍ଟରେ ରୋହିଣୀ ଆଚାର୍ଯ୍ୟ ଏହା ଘୋଷଣା କରିଥିଲେ। କହିରଖୁଛୁ […]

Read More Text.
Cmm

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସ, ତ୍ୟାଗ ଓ ସମର୍ପଣର ପ୍ରତୀକ । ବ୍ରିଟିଶ ଶାସନ ସମୟରେ ସେ ଯେଉଁ ସ୍ୱାଧୀନ ଚେତନା ଓ ସାମାଜିକ ସଂସ୍କାରର ବାର୍ତ୍ତା ଦେଇଥିଲେ, ତାହା ଚିର ସ୍ମରଣୀୟ ହୋଇ ରହିବ । […]

Read More Text.
Tiger

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟରେ ବ୍ୟାଘ୍ର ଚଳପ୍ରଚଳ କରୁଥିବା ଅଭୟାରଣ୍ୟର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପ୍ରକାରର ଚିହ୍ନ ଅନୁଧ୍ୟାନ […]

Read More Text.
Screenshot 2025 11 15 112021 e1763185869477 1

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯାଇଛି । ସାର୍ପସୁଟର କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ, ବିହାରର ଶିଶୁପାଳ ପାସୱାନ ଓ କୁନ୍ଦନ କୁମାର, ଷଡଯନ୍ତ୍ରକାରୀଙ୍କ ମୁଖ୍ୟ ସହଯୋଗୀ ଉମା ବିଷୋୟୀ, ଯୋଗୀ ରାଉତ, ସୀମାଞ୍ଚଳ […]

Read More Text.
Milk 2025 11 15 08 34 19

ଜରାଜୀର୍ଣ୍ଣ ଅବସ୍ଥାରେ ଓମଫେଡ ଦୁଗ୍ଧ ପ୍ରକୀୟାକରଣ କେନ୍ଦ୍ର

ପାରଳାଖେମୁଣ୍ଡି : ‎ ଗଜପତି ଜିଲ୍ଲାରେ ମଧ୍ୟ ପାରଳାଖେମୁଣ୍ଡି ସହରରେ ୧୯୯୩ ମସିହାରେ ଏକ ସ୍ଵତନ୍ତ୍ର ପରିସରରେ ପ୍ରତିଷ୍ଠା ହୋଇଥିଲା ଓମଫେଡଅନୁଷ୍ଠାନ। ଦୁଗ୍ଧ ଉତ୍ପାଦନକାରୀ ଚାଷୀଙ୍କ ଠାରୁ ଦୈନିକ ୫ ହଜାର ଲିଟରରୁ ଊର୍ଦ୍ଧ୍ବଦୁଗ୍ଦ ସଂଗୃହିତ ହୋଇ ଆସୁଥିଲା, ଦୁଗ୍ଧ ସଂଗ୍ରହ ଠାରୁ ପ୍ରକ୍ରିୟାକରଣ କରିବା ପାଇଁ ୨୦ ରୁ ଊର୍ଦ୍ଧ୍ବ କର୍ମଚାରୀ ଏଠାରେ ନିୟୋଜିତ ହେଉଥିଲେ। ବର୍ତ୍ତମାନ ତାହା ଦୁଇଜଣ କର୍ମଚାରୀରେ ସୀମିତ ରହିଛି । ବଜାରରେ ମଧ୍ୟ ଓମଫେଡ ଦୁଗ୍ଧର ଯଥେଷ୍ଟ ଚାହିଦା ଓ […]

Read More Text.