ମାତ୍ର ୩ରୁ ୪ ଘଣ୍ଟାରେ ମିଳିବ ଏଲପିଜି ସିଲିଣ୍ଡର, ‘ଇଣ୍ଡେନ୍ ଏକ୍ସଟ୍ରାଲାଇଟ୍ ନାଉ’ ସେବା ଲଞ୍ଚ କଲା ଇଣ୍ଡିଆନ ଅଏଲ
ନୂଆଦିଲ୍ଲୀ: ରୋଷେଇ ପାଇଁ ଏଲପିଜି ଗ୍ୟାସ ସିଲିଣ୍ଡର ବୁକ୍ କରିବା ପରେ ଆଉ ଦୀର୍ଘ ସମୟ ଧରି ଅପେକ୍ଷା କରିବାକୁ ପଡ଼ିବ ନାହିଁ । ଗ୍ରାହକମାନଙ୍କୁ ଅଧିକ ସୁବିଧା ଏବଂ ଦ୍ରୁତ ସେବା ଯୋଗାଇଦେବା ପାଇଁ ଇଣ୍ଡିଆନ ଅଏଲ୍ ପକ୍ଷରୁ ଏକ ନୂଆ ଏବଂ ଆଧୁନିକ ସେବା ଆରମ୍ଭ କରାଯାଇଛି। କମ୍ପାନି ପକ୍ଷରୁ ‘ଇଣ୍ଡେନ୍ ଏକ୍ସଟ୍ରାଲାଇଟ୍ ନାଉ’ ନାମକ ଏକ ସ୍ୱତନ୍ତ୍ର ସେବା ଲଞ୍ଚ କରାଯାଇଛି, ଯାହା ଅଧୀନରେ ଗ୍ରାହକମାନଙ୍କୁ ମାତ୍ର କିଛି ଘଣ୍ଟା ମଧ୍ୟରେ ଘରେ ସିଲିଣ୍ଡର ପହଞ୍ଚାଇ […]
Read More Text.