Flight

କାନପୁର-ଦିଲ୍ଲୀ ବିମାନରେ ପଶିଗଲା ମୂଷା, ବିମାନରୁ ଓହ୍ଲାଇଲେ ଭୟଭୀତ ଯାତ୍ରୀ

କାନପୁର : କାନପୁର ଏୟାରପୋର୍ଟରୁ ଦିଲ୍ଲୀକୁ ଉଡ଼ାଣ ଭରୁଥିବା ବିମାନରେ ମୂଷା । ଭୟଭୀତ ଯାତ୍ରୀମାନଙ୍କୁ ସୁରକ୍ଷା ଦ୍ଷ୍ଟିରୁ ବିମାନରୁ ଓହ୍ଲାଇ ଦିଆଗଲା । ଯାତ୍ରୀମାନଙ୍କୁ ଏୟାରପୋର୍ଟ ଲାଉଞ୍ଜରେ ବସାଯାଇ ବିମାନକୁ ଯାଞ୍ଚ କରାଯିବା ପରେ ଉଡ଼ାଣ ଭରିବାକୁ ଅନୁମତି ମିଳିଥିଲା । ଖବର ମୁତାବକ, କାନପୁର ଏୟାରପୋର୍ଟରୁ ଦିଲ୍ଲୀ ପାଇଁ ୨.୫୦ରେ ଏକ ବିମାନ ଉଡ଼ାଣ ଭରିବାର ଥିଲା । ଉଡ଼ାଣ ଭରିବାର କିଛି ସମୟ ପୂର୍ବରୁ ଜଣେ କ୍ରୁ ମେମ୍ବର ଏକ ମୂଷାକୁ ବିମାନରେ ଦେଖିଥିଲେ […]

Read More Text.
Railways water sixteen nine 1068x601

ପ୍ୟାକେଜ୍ ପାନୀୟ ଜଳର ଦର ହ୍ରାସ କଲା ରେଳବାଇ

ନୂଆଦିଲ୍ଲୀ : ଜିଏସଟି ହ୍ରାସର ଲାଭ ସିଧାସଳଖ ଗ୍ରାହକଙ୍କୁ ପ୍ରଦାନ କରିବା ପାଇଁ ରେଳ ମନ୍ତ୍ରଣାଳୟ ଟ୍ରେନ୍ ଏବଂ ରେଳ ପରିସରରେ ଉପଲବ୍ଧ ପ୍ୟାକେଜ୍ ପାନୀୟ ଜଳର ସର୍ବାଧିକ ଖୁଚୁରା ମୂଲ୍ୟ ହ୍ରାସ କରିବା ବିଷୟ ଘୋଷଣା କରିଛି । ପ୍ୟାକେଜ୍ ପାନୀୟ ଜଳ ବୋତଲ, ରେଲ୍ ନୀର ଏବଂ ଅନ୍ୟ ସମସ୍ତ ବ୍ରାଣ୍ଡର ଏକ ଲିଟରର ମୂଲ୍ୟ ପୂର୍ବରୁ ୧୫ ଟଙ୍କା ଥିବା ବେଳେ ଏବେ ଜିଏସଟି ହ୍ରାସ ପରେ ୧୪ ଟଙ୍କା ହୋଇଛି। ସେହିପରି, […]

Read More Text.
Mohanlal hospitalised 1723976016 1068x601

ମୋହନଲାଲ ଦାଦାସାହେବ ଫାଲକେ ପାଇଁ ମନୋନୀତ

ନୂଆଦିଲ୍ଲୀ : ମାଲାୟାଲମ ସମେତ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା, ନିର୍ଦେଶକ ଓ ପ୍ରଯୋଜକ ମୋହନଲାଲଙ୍କୁ ସମ୍ମାନ ଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଆସନ୍ତା ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବାକୁ ଥିବା ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ତାଙ୍କୁ ସମ୍ମାନିତ କରାଯିବାର କାର୍ଯ୍ୟକ୍ରମ ରହିଛି। ୨୦୨୩ ପାଇଁ ମୋହନଲାଲଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏଭଳି ସମ୍ମାନ […]

Read More Text.
Capture 3

ଭାରତ-ପାକିସ୍ତାନ ସୁପର-୪ ମୁକାବିଲା ଆଜି

ଦୁବାଇ : ଚଳିତ ଏସିଆ କପ୍‌ରେ ଠିକ୍‌ ସପ୍ତାହକ ପରେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ମୁକାବିଲା ହେବ। ଆଜି ଉଭୟ ଦଳ ସେମାନଙ୍କ ପ୍ରଥମ ସୁପର-୪ ମ୍ୟାଚ୍‌ ଖେଳିବେ। ସ୍ବାଭାବିକ ଭାବେ ଉଭୟ ଦଳ ପ୍ରଥମ ମ୍ୟାଚ୍‌ ଜିତି ଫାଇନାଲ ଆଡ଼କୁ ପାଦ ବଢ଼ାଇବାକୁ ଚାହିଁବେ। ଗତ ୧୪ରେ ଲିଗ୍‌ ପର୍ଯ୍ୟାୟରେ ପାକିସ୍ତାନକୁ ଭାରତ ସହଜରେ ୭ ୱିକେଟ୍‌ରେ ପରାସ୍ତ କରିଥିଲା। ତେବେ ଉକ୍ତ ମ୍ୟାଚ୍‌ର ଫଳାଫଳ ଅପେକ୍ଷା ବିବାଦୀୟ […]

Read More Text.
Cracker

ବାଣ ଗୋଦାମରେ ବିସ୍ଫୋରଣ: ଦୁଇ ମୃତ, ୮ ଆହତ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଗାଁରେ ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୋଦାମ ଘର ଛାତ ମଧ୍ୟ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ […]

Read More Text.
Manmohan samal 1068x601

ଏବେ ହେବନି ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ : ମନମୋହନ

ଭୁବନେଶ୍ଵର : ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଆଜି ସମ୍ବଲପୁରରେ ପହଞ୍ଚି ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ କରିଛନ୍ତି। ଏହି ସମୟରେ ମନମୋହନ ନୂଆପଡ଼ା ଉପନିର୍ବାଚନକୁ ନେଇ ଏକ ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଏଥର ପଦ୍ମ ଫୁଟିବ। ଏଥିସହିତ ସେ ଚାଷୀଙ୍କୁ ବୋନସ ଏବଂ ବିକାଶକୁ ନେଇ ଚଳିତବର୍ଷ ଉପନିର୍ବାଚନର ମୁଖ୍ୟ ପ୍ରସଙ୍ଗ ରହିବ ବୋଲି କହିଛନ୍ତି। ଏପରିକି ଗତ କିଛି ଦିନ ଧରି ଲାଗିରହିଥିବା ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚାରେ […]

Read More Text.
Ovhrqjf pm modi 625x300 21 april 25 1068x657

ବ୍ରହ୍ମପୁରରେ ନୁହେଁ ଝାରସୁଗୁଡାରେ ହେବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ !

ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ। ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ ।  ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ […]

Read More Text.
Cm v

ନିଶାମୁକ୍ତ ହେବ ଭାରତ: ଗଣଦୌଡରେ ମୁଖ୍ୟମନ୍ତ୍ରୀ ହେଲେ ସାମିଲ

ଭୁବନେଶ୍ଵର : ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମ ଦିନ ଉପଲକ୍ଷେ ବିଜେପିର ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମମାନ ଆରମ୍ଭ ହୋଇଛି। ରବିବାର ନିଶାମୁକ୍ତ ଭାରତ ଗଠନ ନିମନ୍ତେ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ବିଜେପି ଜନତା ମୋର୍ଚ୍ଚା ଦ୍ଵାରା ଏହି ନମୋ ଯୁବ ରନ୍ ମାରାଥନ୍‌ ର ଆୟୋଜନ ହୋଇଛି। ଏହି ଅବସରରେ ୧୦ ହଜାରରୁ ଅଧିକ ଯୁବକ ଏବଂ ଯୁବତୀ କଳିଙ୍ଗ ଷ୍ଟାଡିୟମ୍‌ରୁଜନତା ମୈଦାନ ପର୍ଯ୍ୟନ୍ତ ଦୌଡିଛନ୍ତି। ଏପରିକି ମୁଖ୍ୟମନ୍ତ୍ରୀ […]

Read More Text.

ଚିକିତ୍ସା ଅବହେଳାରୁ ଚାଲିଗଲା ରୋଗୀଙ୍କ ଜୀବନ

ବଲାଙ୍ଗୀର : କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି ।  ସୂଚନା ଅନୁସାରେ ଜୁନାଗଡ ବ୍ଲକ ମକରସୋଲା ଗାଁର ଦୈମତି ଭୋଈଙ୍କୁ ୪ ଦିନ ହେବ ଜ୍ବର ହେଉଥିଲା। ଜ୍ବର ବଢିବାରୁ ସନ୍ଧ୍ୟା ସମୟରେ ତାଙ୍କୁ ପରିବାର ଲୋକେ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେତେବେଳେ କୌଣସି ଡ଼ାକ୍ତର ନଥିବା ବେଳେ ନର୍ସ ମାନେ ସାଲାଇନ୍ ଦେଇଥିଲେ। […]

Read More Text.
Murder case

ପୂର୍ବ ଶତ୍ରୁତା, ଶୋଇଥିବା ବେଳେ ଦାଦାକୁ ହତ୍ୟା କଲା ପୁତୁରା

ଆନନ୍ଦପୁର : ଘରେ ଶୋଇଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପୁତୁରା ହତ୍ୟା କରିଥିବା ନେଇ ପରିବାରର ଅଭିଯୋଗ । ଆନନ୍ଦପୁର ଥାନା ସୁନ୍ଦୁରିଆ ଗାଁରେ ଘଟିଛି ହତ୍ୟାକାଣ୍ଡ । ଗାଁର ଜଗବନ୍ଧୁ ଦେଓଗାମ ରାତିରେ ଘରେ ଶୋଇଥିବା ବେଳେ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଗବନ୍ଧୁଙ୍କ ପୁତୁରା ବୈଶିଙ୍ଗା ଦେଓଗାମ ଏଭଳି କାଣ୍ଡ ଭିଆଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ରାତି […]

Read More Text.