ଟୁଇନ୍ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ବିତୀୟ ବ୍ରିଜ୍
ଭୁବନେଶ୍ୱର : ଟୁଇନ୍ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ବିତୀୟ ବ୍ରିଜ୍ । ବ୍ୟୟବରାଦ ୨୯୭ କୋଟି । ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର । ଟେଣ୍ଡର ପ୍ରକ୍ରିୟା ଜାରି ରହିଛି, ୩୬ ମାସରେ ଶେଷ ହେବ ନିର୍ମାଣ କାମ । ବିଧାନସଭାରେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ଙ୍କ ପ୍ରଶ୍ନରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର । କଟକ-ଭୁବନେଶ୍ୱରରେ ଦିନକୁ […]
Read More Text.