Chirag paswan

ବିହାର ଜନାଦେଶ: ୧୯ ଆସନ ଜିତି ରେକର୍ଡ କଲେ ଚିରାଗ ପାସୱାନ

ବିହାର : ବିହାର ବିଧାନସଭା ନିର୍ବାଚନରେ ଟ୍ରେଣ୍ଡ ଅନୁଯାୟୀ NDA ଆଗୁଆ ରହିଛି । ବିହାରରେ ଏନଡିଏ ପୁଣି ଥରେ ସରକାର ଗଢିବ ବୋଲି ସ୍ପଷ୍ଟ ରହିଛି । ମହାଗଠବନ୍ଧନର ସମସ୍ତ ଦଳ ଅସାଧାରଣ ଭାବରେ ଭଲ ପ୍ରଦର୍ଶନ କରିଛନ୍ତି । ଗତ ବିଧାନସଭା ନିର୍ବାଚନରେ ୧୧୦ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ବିଜେପି ୭୪ ଆସନ ଜିତି ୧୯.୪୬ ପ୍ରତିଶତ ଭୋଟ ପାଇଥିଲା । ହେଲେ ସହଯୋଗୀ ଦଳ ନୀତିଶ କୁମାରଙ୍କ ନେତୃତ୍ୱରେ JDU ତୃତୀୟ ସ୍ଥାନରେ ଥିଲା […]

Read More Text.
Umar house

ଆଇଇଡି ପକାଇ ଆତଙ୍କୀ ଉମରର ଘର ଧ୍ବଂସ କଲା ଯାଞ୍ଚ ଏଜେନ୍ସି

ନୂଆଦିଲ୍ଲୀ : ନଭେମ୍ବର ୧୦ରେ ସନ୍ଧ୍ୟା ପ୍ରାୟ ୭ଟାରେ ରାଜଧାନୀ ଦିଲ୍ଲୀରେ ଘଟିଥିବା ବିସ୍ଫୋରଣ ପୁରା ସହରକୁ ଥରାଇ ଦେଇଥିଲା । ବିସ୍ଫୋରଣରେ ୧୨ ଜଣ ପରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା । ଜମ୍ମୁ ଏବଂ କଶ୍ମୀରର ବାସିନ୍ଦା ଡାକ୍ତର ଉମର ଏହି ଆକ୍ରମଣର ମାଷ୍ଟରମାଇଣ୍ଡ ଥିଲା । ଏଥିପାଇଁ ଯାଞ୍ଚ ଏଜେନ୍ସୀ କାର୍ଯ୍ୟାନୁଷ୍ଠାନ ନେଇଛି । ଆଉ ଉମର ଘର ଉପରେ ଆଇଇଡି ପକାଇ ପୁରା ଧ୍ବଂସ କରିଦିଆଯାଇଛି । ତଦନ୍ତକାରୀ ଏଜେନ୍ସୀଗୁଡ଼ିକ ଚଢଉ ଏବଂ […]

Read More Text.
Fire 1

ଜଳିଗଲା ଅଠରବାଙ୍କି ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ

ପାରାଦୀପ : ପାରାଦୀପ ଅଠରବାଙ୍କିରେ ଥିବା ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ରେ ଅଗ୍ନିକାଣ୍ଡ। ମଟରସାଇକେଲ ପାର୍ଟସ ଗୋଦାମ ଘରେ ଲାଗିଥିଲା ନିଆଁ। ଦୁଇ ମହଲାରେ ଥିଲା ମୋଟର ସାଇକେଲ ଗୋଦାମ ଘର। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଗୋଦାମ ଘରେ ଥିବା ଲକ୍ଷାଧିକ ଟଙ୍କାର ମୋଟର ସାଇକଲ ପାର୍ଟସ୍ ପୋଡ଼ି ପାଉଁଶ ହୋଇଯାଇଛି। ତେବେ ପ୍ରଥମେ ଗୋଦାମ ଘରୁ ନିଆଁ ବାହାରୁ ଥିବାର ସ୍ଥାନୀୟ […]

Read More Text.
Temple

ଗୋପାଳଜୀୟୁ ମନ୍ଦିରରୁ ଚୋରି, ଲୁଟି ନେଲେ ୧୨ଟି ରୂପା ମୁକୁଟ

ପାରାଦ୍ଵୀପ : ଗତକାଲି ବିଳମ୍ବିତ ରାତିରେ ପାରାଦ୍ଵୀପ ବୃନ୍ଦାବନ କଲୋନୀ ଗୋପାଳଜୀୟୁ ଶିବ ମନ୍ଦିରରୁ ଚୋରି ହୋଇଥିବା ଦେଖିବାକୁ ମିଳିଛି ।  ଦୁବୃର୍ତ୍ତମାନେ ମନ୍ଦିରର ତିନୋଟି ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରିବା ସହିତ ୮ ଟି ବଡ଼ ରୂପା ମୁକୁଟ, ରୂପାର ୪ ଟି ଛୋଟ ମୁକୁଟ, ହାର ଓ ସୁନା ଗହଣା ନେଇଯାଇଛନ୍ତି ।  ସକାଳେ ପୂଜାରୀ ଆସି ଦେଖିବା ପରେ ସଙ୍ଗେ ସଙ୍ଗେ କମିଟି ପକ୍ଷରୁ ପାରାଦ୍ଵୀପ ଆଦର୍ଶ ଥାନାରେ ଏତଲା ଦିଆଯାଇଛି । […]

Read More Text.
20240529172l

ଫିକା ପଡ଼ିଲା ନବୀନ କ୍ରେଜ, ନୂଆପଡ଼ାରେ ବିଜେଡିକୁ ଶକ୍ତ ଝଟକା

ନୂଆପଡ଼ା: ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବାରମ୍ବାର ନୂଆପଡ଼ାରେ ପ୍ରଚାର କରିଥିଲେ ହେଁ ଭୋଟରଙ୍କୁ ଆକର୍ଷିତ କରିବାରେ ବିଫଳ ହୋଇଛନ୍ତି। ନବୀନ କ୍ରେଜ ନୂଆପଡ଼ାରେ ଫିକା ପଡ଼ିଯାଇଛି। ରାଜନୀତିରେ ୨୫ ବର୍ଷର ଅଭିଜ୍ଞତା ଶେଷରେ ହାର ମାନିଛି। […]

Read More Text.
Human

ହ୍ୟୁମାନ୍‌ ସାଗର ଅସୁସ୍ଥ, ଏମ୍ସରେ ଭର୍ତ୍ତି

ଭୁବନେଶ୍ବର: ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ ଏମ୍ସକୁ ନିଆଯାଇଛି। ଏହା ପୂର୍ବରୁ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ସ୍ନାୟୁ ଜନିତ ରୋଗ ଏବଂ ଅନ୍ୟାନ୍ୟ ସଂକ୍ରମଣ ଯୋଗୁଁ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଗତ ସେପ୍ଟେମ୍ବର ୨୫ ତାରିଖରେ ତାଙ୍କୁ ମେଡ଼ିସିନ୍ ୱାର୍ଡକୁ […]

Read More Text.
Ghasiram

ପଇସା ଦେଇ ଭୋଟ୍ କିଣିଛି ବିଜେପି: ଘାସିରାମ

ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ଭୋଟରମାନେ ଟଙ୍କାରେ କିଣି ହୋଇଗଲେ, ମାଟିର ପୁଅକୁ ଚିହ୍ନିଲେନି। କେନ୍ଦ୍ରୀୟ ନେତାଙ୍କ ସାହାର୍ଯ୍ୟ, ସମର୍ଥନ ମିଳିଲାନି। ଆବ୍ରାହମ୍‌ ଲିଙ୍କନ ୯ ଥର ହାରିଥିଲେ , ମୁଁ ୬ଥର ହାରିଛି। ଆଉ ୩ଥର ନିର୍ବାଚନ ଲଢିବି ବୋଲି ଘାସିରାମ କହିଛନ୍ତି|

Read More Text.
Screenshot 2025 11 14 145447

ଡିସେମ୍ବର ୨୨ରୁ ୩୧ ମଧ୍ୟରେ ହେବ +୨ ଇଣ୍ଟରନାଲ ଆସେସ୍‌ମେଣ୍ଟ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତଦୁଇ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଇଣ୍ଟରନାଲ ଆସେସ୍‌ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା ଆସନ୍ତା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ଅନୁଷ୍ଠିତ ହେବ। ସମସ୍ତ ପଞ୍ଜିକୃତ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହା ବାଧ୍ୟତାମୂଳକ। କେବଳ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରରେ ଇଣ୍ଟରନାଲ ଆସେସ୍‌ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା କରାଯିବ। ଜଣେ ରେଗୁଲାର ପ୍ରାର୍ଥୀଙ୍କୁ ସମସ୍ତ ଇଣ୍ଟରନାଲ ଏବଂ ପ୍ରୋଜେକ୍ଟ କମ୍ପୋନେଣ୍ଟରେ ଉତ୍ତୀର୍ଣ୍ଣ ହେବାକୁ ୨୦ରୁ ଅତିକମ୍‌ରେ ୬ ମାର୍କ ଏବଂ […]

Read More Text.
Screenshot 2025 11 13 160801 750x430

୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ହେବ ସର୍ଭେ

ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲାରେ ଥିବା ୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ସର୍ଭେ କରାଯିବ। ଭିନ୍ନକ୍ଷମ ଅଧିକାର, ଅଧିନିୟମ ୨୦୧୬ ଅନୁସାରେ ଅକ୍ଷମତାର ସମସ୍ତ ୨୧ଟି ବର୍ଗକୁ ସର୍ଭେରେ ଗୁରୁତ୍ବ ଦିଆଯିବ। ଏହି ସର୍ଭେ ୩୦ ଦିନ ବା ଏକମାସ ମଧ୍ୟରେ ସମାପ୍ତ ହେବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ (ଏସ୍‌ଏସ୍‌ଇପିଡି) ବିଭାଗ ପକ୍ଷରୁ ଏଥିପାଇଁ ପ୍ରତି ଜିଲାକୁ ୧ ଲକ୍ଷ ଟଙ୍କା ମିଳିବ।ଦିବ୍ୟାଙ୍ଗ ଶିଶୁଙ୍କ ସର୍ଭେ ନେଇ ଏସ୍‌ଏସ୍‌ଇପିଡି ବିଭାଗ ପକ୍ଷରୁ ଏସ୍‌ଓପି […]

Read More Text.
Images

ନୂଆପଡାରେ ଫୁଟିଲା ପଦ୍ମ, ବିପୁଳ ଭୋଟ ବ୍ୟବଧାନରେ ଜୟ ‌ଢୋଲକିଆ ବିଜୟୀ

ନୂଆପଡା : ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ ମତଦାନର ମତଗଣନା । ସବୁ ଆଶା ଓ ଆଶଙ୍କାର ଅବସାନ ଘଟାଇ ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି । ୨୯ ତମ ବା ଶେଷ ରାଉଣ୍ଡର ଭୋଟ୍‌ ଗଣତି ପରେ ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବିଜୟଲାଭ କରିଛି । ସବୁଠାରୁ ବଡ଼ କଥା ହେଲା, ବିଜେପି ଏଠାରେ ବଡ଼ ବ୍ୟବଧାନ ସହିତ ବିଜୟ ହାସଲ କରିଛି। ଜୟ ‌ଢୋଲକିଆ ୧, ୨୩, […]

Read More Text.