ପାଲଘରର ରାସାୟନିକ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ : ଦୁର୍ଘଟଣାରେ ଜଣେ ଶ୍ରମିକ ମୃତ, ୪ ଆହତ
ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘର ଜିଲ୍ଲାର ଏକ ରାସାୟନିକ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ଅଗ୍ନିଶମ ଏବଂ ବିପର୍ଯ୍ୟୟ ପରିଚାଳନା କର୍ମଚାରୀଙ୍କ ସମେତ ଜରୁରୀକାଳୀନ ଟିମ୍ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ । ଏହା ସହିତ ସେମାନଙ୍କ ଚିକିତ୍ସା ପାଇଁ ତୁରନ୍ତ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, ଧାତୁ ଏବଂ ଏସିଡ୍ […]
Read More Text.