Umar nabi v

ଉମର କରିଥିଲା ଦିଲ୍ଲୀ ବିସ୍ଫୋରଣ, DNA ଟେଷ୍ଟରୁ ଜଣାପଡ଼ିଲା ସତ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲ୍ଲା ନିକଟ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା । DNA ଟେଷ୍ଟରୁ ଚିହ୍ନଟ ହେଲା ବିସ୍ଫୋରଣକାରୀ । ମାଷ୍ଟର ମାଇଣ୍ଡ ଉମର ନବୀ ବିସ୍ଫୋରଣ କରିଥିଲା । ବିସ୍ଫୋରଣ କରିଥିବା ହ୍ୟୁଣ୍ଡାଇ-i20 କାର୍ ଚଲାଉଥିଲା ଡାକ୍ତର ଉମର ଉନ୍ ନବୀ । ତାଙ୍କ ମାଆଙ୍କ ସହ DNA ଟେଷ୍ଟ ପରେ ସ୍ପଷ୍ଟ ହୋଇଛି । ପୁଲୱାମା କୋଇଲ ଗାଁର ମାଷ୍ଟରମାଇଣ୍ଡ ଡାକ୍ତର ଉମର ନବୀ ବିସ୍ଫୋରଣରେ ସାମିଲ ଥିଲା । ବିସ୍ଫୋରଣ ହୋଇଥିବା ଗାଡିର […]

Read More Text.
Ghati

ପେରୁରେ ବସ୍ ଦୁର୍ଘଟଣାରେ ୩୭ ମୃତ, ୧୩ ଆହତ

ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ବୋଲି କହିଛନ୍ତି ଅଧିକାରୀମାନେ । ଏଥିସହ ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନିଆଯାଇଛି । ଆରେକ୍ୱିପା ଅଞ୍ଚଳର ସ୍ୱାସ୍ଥ୍ୟ ପରିଚାଳକ ୱାଲ୍ଟର ଓପୋର୍ଟୋ ସ୍ଥାନୀୟ ରେଡିଓ RPPକୁ […]

Read More Text.
Images (1)

ଏଜି ଛକରେ ରହିବନି ଟ୍ରାଫିକ ପୋଷ୍ଟ, ନିର୍ମାଣ ହେବ ଦୁଇ ଥାକିଆ ରାସ୍ତା

ଭୁବନେଶ୍ଵର: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ କରାଯିବ। କଳ୍ପନା, ଖଣ୍ଡଗିରି, ଜୟଦେବ ବିହାର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହେବ। ରାଜଧାନୀରେ ଏଲିଭେଟେଡ କରିଡର ଲାଗି ପୂର୍ତ୍ତ ବିଭାଗ ଯୋଜନା ପ୍ରସ୍ତୁତ କରି ଏହି ପ୍ରକଳ୍ପ ଆରମ୍ଭ କରିବ। ଟ୍ରାଫିକ ସମସ୍ୟା ଦୂର […]

Read More Text.
Weather

୧୦ ଡିଗ୍ରୀ ତଳେ ୪ ସହର, ସେମିଳିଗୁଡ଼ା ସବୁଠୁ ଥଣ୍ଡା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୭.୫ ଏବଂ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଛି। ୧୫ ଡିଗ୍ରୀ ତଳେ ଟ୍ବିନ୍‌ ସିଟିର ରାତ୍ରି ତାପମାତ୍ରା ଥିବାବେଳେ କଟକରେ ୧୪.୬ ଓ ଭୁବନେଶ୍ୱରର […]

Read More Text.
Paddy in mandi

ଆସନ୍ତା ୨୦ରୁ ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଖରିଫ ଧାନ କିଣା

ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ […]

Read More Text.
Cm 1

ଏକତା ପଦଯାତ୍ରା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି। ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ ଆୟୋଜିତ ପଦଯାତ୍ରାରେ ସାହସ୍ରାଧିକ ଛାତ୍ରଛାତ୍ରୀ, ଯୁବବର୍ଗ, ଜନସାଧାରଣ ଓ ସରକାରୀ ଅଧିକାରୀମାନେ ଭାଗ ନେଇ ପ୍ରାୟ ୯ କି. ମି ବାଟ ପଦଯାତ୍ରା କରିଥିଲେ। […]

Read More Text.
Images

ଅପରାଜିତା ଷଡ଼ଙ୍ଗୀ ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ବର, : ସଂସଦରେ ଆଗତ ସମ୍ବିଧାନ ଅଧିନିୟମ (ସଂଶୋଧନ)-୨୦୨୫, ଜମ୍ମୁ ଓ କାଶ୍ମୀର ପୁନର୍ଗଠନ (ସଂଶୋଧନ) ଅଧିନିୟମ-୨୦୨୫, ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଶାସନ (ସଂଶୋଧନ) ଅଧିନିୟମ-୨୦୨୫ ସମ୍ପର୍କରେ ଅନୁଧ୍ୟାନ ପାଇଁ ଗଠିତ ସଂସଦୀୟ ଯୁଗ୍ମ କମିଟିର ଅଧ୍ୟକ୍ଷା ମନୋନୀତ ହୋଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଲୋକସଭା ବାଚସ୍ପତି ଓମ୍ ବିର୍ଲା ଶ୍ରୀମତୀ ଷଡ଼ଙ୍ଗୀଙ୍କୁ ଉକ୍ତ ଜେପିସିର ଅଧ୍ୟକ୍ଷା ଭାବେ ମନୋନୀତ କରିଛନ୍ତି। ୩୧ ସଦସ୍ୟ ବିଶିଷ୍ଟ ଜେପିସିରେ ଲୋକସଭାରୁ ୨୧ ଏବଂ ରାଜ୍ୟସଭାରୁ ୧୦ ଜଣ […]

Read More Text.
Sahu

୮.୩୪ ଲକ୍ଷ ଟଙ୍କା ଘୋଟଲା: ପାକ୍ସ ପୂର୍ବତନ ମୁଖ୍ୟ ଗିରଫ

କଟକ : ୮ ଲକ୍ଷ ୩୪ ହଜାର ଟଙ୍କା ଘୋଟଲାରେ ପାକସ ପୂର୍ବତନ ମୁଖ୍ୟ ଗିରଫ । ଗିରଫ କଲା ଓଡିଶା ଭିଜିଲାନ୍ସ। ବଲାଙ୍ଗୀର ପାଟଣାଗଡ଼ ପଣ୍ଡାମୁଣ୍ଡା ପାକସ ପୂର୍ବତନ ସମ୍ପାଦକ କୁଶଧ୍ୱଜ ସାହୁ। ପ୍ରାଥମିକ କୃଷି କୋଅପରେଟିଭ ସୋସାଇଟିରେ ଆର୍ଥିକ ଅନିୟମିତତା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ତଦନ୍ତ ପରେ ୮ ଲକ୍ଷ ୩୪ ହଜାର ୪୮୯ ଟଙ୍କାର ଅର୍ଥ ହେରଫେର ଜଣା ପଡିଥିଲା ।  ୨୦୧୭-୧୮ ଓ ୨୦୧୮-୧୯ ଆର୍ଥିକ ବର୍ଷରେ ହୋଇଥିଲା ଅର୍ଥ ହେରଫେର। […]

Read More Text.
Bargarh 1 2

ଧନୁଯାତ୍ରା ପାଇଁ ସରିଲା କଳାକାରଙ୍କ ଆବେଦନ ଯାଞ୍ଚ ପ୍ରକ୍ରିୟା

ବରଗଡ଼ : ସରିଲା କଂସ ଭୂମିକା ସମେତ ବିଭିନ୍ନ କଳାକାର ମାନଙ୍କ ଆବେଦନର ଯାଞ୍ଚ ପ୍ରକ୍ରିୟା। ବିଶ୍ଵର ସର୍ବବୃହତ ଖୋଳା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆବେଦନ କରିଥିବା କଳାକାର ମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ୧୫ , ୧୬ ଏବଂ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଚାଲିବ କଳାକାରଙ୍କ ଅଡିସନ ବା ଚୟନ ପ୍ରକ୍ରିୟା । ଯାହାକୁ ନେଇ କଳାକାର ମାନଙ୍କ ମଧ୍ୟରେ ଉତ୍ସାହର ମାହୋଲ […]

Read More Text.
Crocodile

ବିଲ ମୁଣ୍ଡରେ ଶୋଇ ରହିଛି ବଉଳା କୁମ୍ଭୀର, ଚାଷୀ ଭୟଭୀତ

ରାଜନଗର : ବିଲ ମୁଣ୍ଡରେ ଜଗି ରହିଛି ବିରାଟକାୟ ବଉଳା କୁମ୍ଭୀର । ତିନିଦିନ ହେବ କୁମ୍ଭୀରଟି ବିଲ ମୁଣ୍ଡରେ ଶୋଇ ରହିଥିବାରୁ ବିଲକୁ ଯିବାକୁ ଭୟ କରୁଛନ୍ତି ଚାଷୀ । କେନ୍ଦ୍ରାପଡା ଜିଲ୍ଲା ରାଜନଗର ଅଞ୍ଚଳର ଗୋପାଳପୁର , କେରଡାଗଡର ମୁଖ୍ୟ ରାସ୍ତା ନିକଟସ୍ଥ ଘୋଡାପାରିଆ ଗାଁ ଛକ ନିକଟ ବିଲ ମୁଣ୍ଡରେ କୁମ୍ଭୀରଟି ଶୋଇ ରହିଛି । ରାତିରେ ନିକଟସ୍ଥ କେନାଲ ଓ ପୋଖରୀରେ ପଶି ମାଛ ଖାଇବା ପରେ କୁମ୍ଭୀରଟି ଦିନ ହେଲେ ବିଲ […]

Read More Text.