Pm modi 2

ମୋଦିଙ୍କ ୭୫ତମ ଜନ୍ମଦିନରେ ମହିଳାଙ୍କୁ ବଡ଼ ଉପହାର : ଆଜିଠୁ ସ୍ବାସ୍ଥ୍ୟ ନାରୀ, ସଶକ୍ତ ପରିବାର ଅଭିଯାନ ଆରମ୍ଭ

ଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ । ଏହି ଅବସରରେ ସାରା ଦେଶର ମହିଳାଙ୍କୁ ମିଳିବ ବଡ଼ ଉପହାର । ଏହାରି ମଧ୍ୟରେ ଦେଶରେ ସ୍ବାସ୍ଥ୍ୟ ନାରୀ,ସଶକ୍ତ ପରିବାର ଅଭିଯାନ ଆରମ୍ଭ ହୋଇଛି । ଯାହାକି ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁ ରହିବ । ସାରା ଦେଶରେ ପ୍ରାୟତଃ ୧ ଲକ୍ଷ୍ୟରୁ ଉର୍ଦ୍ଧ୍ବ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯିବ । ଏହି ଶିବିର ଯୋଜନା ମହିଳା, କିଶୋରୀ ଏବଂ ପିଲାଙ୍କ ପାଇଁ କରାଯାଇଛି […]

Read More Text.
Vaishno devi

ଭୂସ୍ଖଳନ ଯୋଗୁଁ ବନ୍ଦ ଥିବା ମାତା ବୈଷ୍ଣୋଦେବୀ ଯାତ୍ରା ପୁଣି ଆରମ୍ଭ ହେଲା, ୩ ସପ୍ତାହ ହେଲାଣି ଥିଲା ବନ୍ଦ

ଜମ୍ମୁ କଶ୍ମୀର : ପୁଣି ଆରମ୍ଭ ହେଲା ମାତା ବୈଷ୍ଣୋଦେବୀ ଯାତ୍ରା । ୩ ସପ୍ତାହ ହେଲାଣି ବନ୍ଦ ଥିବା ମାତାଙ୍କ ଦରବାର ପୁଣିଥରେ ଭକ୍ତଙ୍କ ପାଇଁ ଖୋଲିଛି । ଲଗାତାର ୨୨ ଦିନ ହେଲାଣି ବନ୍ଦ ଥିବା ଯାତ୍ରା ଆଜିଠାରୁ ଆରମ୍ଭ ହୋଇଛି । ଯାହାକୁ ଖରାପ ପାଣିପାଗ ଯୋଗୁଁ ତତ୍କାଳ ବନ୍ଦ କରାଯାଇଥିଲା । ବୈଷ୍ଣୋଦେବୀରେ ୨୬ ଅଗଷ୍ଟରେ ଭୂସ୍ଖଳନ ପରେ ଯାତ୍ରାକୁ ସ୍ଥଗିତ କରାଯାଇଥିଲା । ଏହି ଘଟଣାରେ ୩୪ ଶ୍ରଦ୍ଧାଳୁଙ୍କ ଜୀବନ ଚାଲିଯାଇଥିବା […]

Read More Text.
Naxal

ମହାରାଷ୍ଟ୍ର ଗଢଚିରୋଲୀରେ ସୁରକ୍ଷାବଳକୁ ବଡ଼ ସଫଳତା: ୨ ମହିଳା ନକ୍ସଲ ନିହତ

ମହାରାଷ୍ଟ୍ର : ମହାରାଷ୍ଟ୍ର ଗଢଚିରୋଲୀରେ ପୋଲିସ କମାଣ୍ଡୋ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ । ଏଥିରେ ୨ ନକ୍ସଲ ମହିଳା ନିହତ ହୋଇଥିବା ବେଳେ ଘଟଣା ସ୍ଥଳରୁ ବନ୍ଧୁକ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ଖବର ମୁତାବକ, ଗଢଚିରୋଲୀ ପୋଲିସ ଏଟାପଲ୍ଲୀ ଅଞ୍ଚଳର ଜାମ୍ବିଆ ଜଙ୍ଗଲରେ ଗୁଳି କରି ୨ ମହିଳା ମାଓବାଦୀଙ୍କୁ ନିହତ କରିଛି । ସି ୬୦ ଟିମ୍ ଏବଂ ସିଆରପିଏଫର ୧୯୧ ବାଟାଲିଅନ ଅଂଚଳରେ ଘେରାବନ୍ଦୀ କରି ବନ୍ଧୁକ, ପିସ୍ତଲ, ଗୋଳାବାରୁଦ ଏବଂ […]

Read More Text.
Italy pm

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ

ଇଟାଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । ମେଲୋନୀ ନିଜର ଏକ୍ସ ଆକାଉଣ୍ଟରେ ମୋଦିଙ୍କ ସହିତ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ କ୍ୟାପସନରେ ଲେଖିଛନ୍ତି, ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୭୫ତମ ଜନ୍ମଦିନରେ ହାର୍ଦ୍ଦିକ ଶୁଭକାମନା । ତାଙ୍କର ଶକ୍ତି, ଦୃଢ ସଂକଳ୍ପ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ନେତୃତ୍ୱ ନେବାରେ ତାଙ୍କ କ୍ଷମତା ପ୍ରେରଣାର ସ୍ରୋତ । ବନ୍ଧୁତା ଏବଂ ସମ୍ମାନ ସହିତ, ମୁଁ ତାଙ୍କ […]

Read More Text.
Delhi 1

ନର୍ଦ୍ଦମା ସଫା କରୁଥିବାବେଳେ ବିଷାକ୍ତ ଗ୍ୟାସ୍ ଯୋଗୁଁ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ, ଅନ୍ୟ ୩ ଜଣ ଚିକିତ୍ସାଧୀନ

ଦିଲ୍ଲୀ : ଦିଲ୍ଲୀର ଅଶୋକ ବିହାରରେ ନାଳ ସଫା କରୁଥିବାବେଳେ ବିଷାକ୍ତ ଗ୍ୟାସ ଯୋଗୁଁ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଚିକିତ୍ସାଧୀନ ରହିଛନ୍ତି । ଏପରି ଘଟଣା ବିଳମ୍ବିତ ରାତି ୧୨ଟା ସମୟରେ ଦେଖିବାକୁ ମିଳିଥିଲା । ସୂଚନାନୁଯାୟୀ, ବିଳମ୍ବିତ ରାତିରେ ଏକ ଆପାର୍ଟମେଣ୍ଟ ନିକଟରେ ନର୍ଦ୍ଦମା ସଫା କରାଯାଉଥିଲା। ହଠାତ୍ ଏହି ସମୟରେ ବିଷାକ୍ତ ଗ୍ୟାସ୍ ସଂସ୍ପର୍ଶରେ ଆସିବା ପରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଅସୁସ୍ଥ ହୋଇପଡ଼ିଥିଲେ […]

Read More Text.
Pm modi rahul

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାହୁଲ ଗାନ୍ଧି । ରାହୁଲ ଗାନ୍ଧି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ଜନ୍ମିଦନରେ ଶୁଭକାମନା ଜଣାଉଛି । ଏହାସହିତ ସୁସ୍ଥ ସ୍ବାସ୍ଥ୍ୟ ପାଇଁ କାମନା ମଧ୍ୟ କରୁଛି । ତେବେ କେବଳ ରାହୁଲ ଗାନ୍ଧି ନୁହେଁ କଂଗ୍ରେସ ଅଧ୍ୟକ୍ଷ ମଲିକାର୍ଜୁନ ଖଡଗେ ମଧ୍ୟ ୭୫ ତମ ଜନ୍ମିଦନରେ ଶୁଭେଚ୍ଛା ଜଣାଇଛନ୍ତି । ଖଡଗେ […]

Read More Text.
Uttarakhand 1

ଉତ୍ତରାଖଣ୍ଡରେ ତାଣ୍ଡବ ରଚୁଛି ବାଦଲ ଫଟା ବର୍ଷା : ୧୫ ଜଣ ମୃତ, ୧୬ ଜଣ ନିଖୋଜ

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ଲଗାତାର ବାଦଲ ଫଟା ବର୍ଷା ତାଣ୍ଡବ କରୁଛି । ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜଳମଗ୍ନ ରହିଛି । କିନ୍ତୁ ଡେରାଡୁନରେ ଅଧିକ କ୍ଷୟକ୍ଷତି ଘଟିଛି । ଏହି ବିପର୍ଯ୍ୟୟ ଯୋଗୁଁ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ ୧୬ ଜଣ ନିଖୋଜ ରହିଛନ୍ତି । ସେହି ସମୟରେ ପ୍ରାୟ ୯୦୦ ଲୋକଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ସବୁଠାରୁ ଅଧିକ କ୍ଷୟକ୍ଷତି ଡେରାଡୁନରେ ଘଟିଛି […]

Read More Text.
Ai video

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ପାଟନା ହାଇକୋର୍ଟର ନିର୍ଦ୍ଦେଶ

ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ପି.ବି. ବଜନ୍ତରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସ୍ୱର୍ଗତ ମାତା ହୀରାବେନ ମୋଦଙ୍କୁ ଅପମାନିତ କରୁଥିବା ଭିଡିଓକୁ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ତୁରନ୍ତ ହଟାଯାଉ […]

Read More Text.
Rahul gandhi and shahid

ରାହୁଲଙ୍କୁ ଆଫ୍ରିଦିଙ୍କ ପ୍ରଶଂସା : ବିଜେପିର ପ୍ରତିକ୍ରିୟା

ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ଏସିଆ କପ୍‌ର ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ ସମ୍ପର୍କିତ ଏକ ଟେଲିଭିଜନ୍ ବିତର୍କରେ ଭାଗ ନେଇ ଆଫ୍ରିଦି କହିଥିଲେ ଯେ ରାହୁଲ ଜଣେ ସକାରାତ୍ମକ ମାନସିକତାର ରାଜନେତା। ସେ ପ୍ରତ୍ୟେକ ବିବାଦକୁ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚାହିଁଥାନ୍ତି। ସେ ଲୋକଙ୍କୁ ସାଥୀରେ ନେଇ ଯିବାକୁ ଚେଷ୍ଟା କରିଥାନ୍ତି। ଆଫ୍ରିଦି ରାହୁଲଙ୍କୁ ଏପରି ପ୍ରଶଂସା କରିଥିବାବେଳେ କେନ୍ଦ୍ର […]

Read More Text.
Evm

ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି।  ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ ସଂଖ୍ୟା ଗୁଡିକ ମଧ୍ୟ ଅଧିକ ପ୍ରମୂଖ ଭାବରେ ପ୍ରଦର୍ଶିତ ହେବ। ସ୍ପଷ୍ଟତା ପାଇଁ ଫଣ୍ଟ ଆକାର ୩୦ ହେବ ଏବଂ ବୋଲ୍ଡ ଅକ୍ଷରରେ ଲେଖାଯିବ। ବିହାର ବିଧାନସଭା ନିର୍ବାଚନଠାରୁ ଏହାକୁ ଆରମ୍ଭ କରାଯିବ। ଇଭିଏମ୍ […]

Read More Text.