ଆରଏସ୍‌ଏସ୍‌ର ଆଇନଗତ ବୈଧତା ରହିଛି: ମୋହନ ଭାଗବତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସ୍‌ଏସ୍‌) ଏକ ପଞ୍ଜିକୃତ ସଂଗଠନ ନୁହେଁ। କାରଣ ଏହା ସରକାରଙ୍କ କୌଣସି ଆଇନ ଅନୁଯାୟୀ ପଞ୍ଜୀକରଣ ହୋଇ ନାହିଁ। ପଞ୍ଜୀକରଣ ହୋଇ ନଥିବା ସତ୍ତ୍ବେ ଏହାର ଆଇନଗତ ବୈଧତା ରହିଛି ବୋଲି ଆରଏସ୍‌ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ସଂଘର ପଞ୍ଜୀକରଣ ସ୍ଥିତିକୁ ନେଇ ହେଉଥିବା ସମାଲୋଚନା ଉପରେ ଉତ୍ତର ଦେଇ ଶ୍ରୀ ଭାଗବତ କହିଛନ୍ତି ଯେ ଆରଏସଏସ୍‌ ୧୯୨୫ରେ ପ୍ରତିଷ୍ଠା ହୋଇଥିଲା। ସେତେବେଳେ ଇଂରେଜମାନେ ଦେଶ ଶାସନ କରୁଥିଲେ। ଇଂରେଜ […]

Read More Text.
Untitled 2025 11 07t070146 1762650299

ସରିଲା ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର: ମଙ୍ଗଳବାର ଭୋଟ

ପାଟନା: ବିହାରର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୨୦ଟି ଜିଲାର ୧୨୨ଟି ଆସନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ହେବ। ନଭେମ୍ବର ୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଦ୍ବିତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ନଭେମ୍ବର ୧୪ରେ ଭୋଟ ଗଣତି ହେବ। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ ଦିନରେ ମହାମେଣ୍ଟ ଓ ଏନଡିଏ ପକ୍ଷରୁ ପ୍ରଚାର ଜୋରଦାର […]

Read More Text.
1x 1 1068x712

ମୁନିର ପାକିସ୍ତାନ ସୈନ୍ୟ ବାହିନୀରେ ହେବେ ପ୍ରଥମ ସିଡିଏଫ୍‌

ଇସଲାମାବାଦ: ପାକିସ୍ତାନ ସରକାର ପାର୍ଲାମେଣ୍ଟରେ ୨୭ତମ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ଶନିବାର ପାର୍ଲାମେଣ୍ଟରେ ଆଗତ ହୋଇଥିବା ଏହି ବିଲ୍‌ ଦ୍ବାରା ପାକିସ୍ତାନ ସମ୍ବିଧାନର ଧାରା ୨୪୩ରେ ପରିବର୍ତ୍ତନ କରାଯିବ। ଧାରା ୨୪୩ରେ ପାକିସ୍ତାନ ସୈନ୍ୟ ବାହିନୀର ଗଠନ ପ୍ରକ୍ରିୟା ଓ ଏ ସମ୍ପର୍କିତ ଅନ୍ୟାନ୍ୟ ନିୟମ ରହିଛି। ୨୭ତମ ସମ୍ବିଧାନ ସଂଶୋଧନ ଦ୍ବାରା ପାକିସ୍ତାନ ସୈନ୍ୟ ବାହିନୀରେ ସର୍ବୋଚ୍ଚ କ୍ଷମତାଧାରୀ ପଦ ଚିଫ୍‌ ଅଫ୍ ଡିଫେନ୍ସ ଫୋର୍ସେସ୍ (ସିଡିଏଫ୍‌) ସୃଷ୍ଟି କରାଯିବ। ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକ୍ରମେ […]

Read More Text.
12

ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ, ୧୦ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏଥିରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି| ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା ସୂଚନା ମିଳିଛି। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ଏହା ଆତଙ୍କୀ କାର୍ଯ୍ୟକଳାପ କି ଅନ୍ୟ କିଛି ତାହା ସ୍ପଷ୍ଟ ହୋଇନାହିଁ। ଦମକଳବାହିନୀର ୭ଟି ଗାଡ଼ି ପହଞ୍ଚି ନିଆଁ ଲିଭାଇବା ପାଇଁ […]

Read More Text.
Arrested 1 1536x864

ଏମ୍ସ କର୍ମଚାରୀଙ୍କୁ ଗୁଳିମାଡ଼ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ଵର : ୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ। ଭୁବନେଶ୍ଵର ଉପକଣ୍ଠ ସରକନ୍ତରାରେ ଏମ୍ସ କର୍ମଚାରୀ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ସଦାଶିବ ପ୍ରଧାନ (ଶିବା)କୁ କମିଶନରେଟ୍ ପୁଲିସ୍‌ ଗିରଫ କରିଛି। ଅଭିଯୁକ୍ତଠାରୁ ମାରଣାସ୍ତ୍ର ମଧ୍ୟ ଜବତ କରିଛି। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ଖଣ୍ଡଗିରି ପୁଲିସ୍‌। ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଅକ୍ଟୋବର ୧୩ ତାରିଖରେ ହତ୍ୟା କରାଯାଇଥିଲା। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବଡ଼ବାପା ପୁଅକୁ ହତ୍ୟା କରିଥିଲା। ପୂର୍ବରୁ […]

Read More Text.
Captu

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ ଇଭିଏମ ଚୋରିର ଅଭିଯୋଗ ଆସିଥିଲା । ମୁଖ୍ୟ ନିର୍ବାଚନ ଅଧିକାରୀ ଏନେଇ କହିଛନ୍ତି ରାଜ୍ୟର ୩୦ଟି ଜିଲାରେ ଇଭିଏମ୍‌ ଷ୍ଟ୍ରଙ୍ଗରୁମରେ ରହିଛି । ପ୍ରତ୍ୟେକ ଷ୍ଟ୍ରଙ୍ଗରୁମରେ ୩ମାସରେ ଥରେ […]

Read More Text.
Jhansi car accident

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ । ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ଵାମୀ ଗୁରୁତର ଆହତ ହୋଇଛନ୍ତି। ଘଟଣା ସ୍ଥଳରେ ପାହାଳ ଥାନା ପୁଲିସ ଓ ଅଗ୍ନିଶମକର୍ମଚାରୀ ମାନେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ କରିବା ସହ ଟ୍ରକ୍ କୁ […]

Read More Text.

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ । ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାକୁ ଜଣେ ରାଷ୍ଟ୍ରପତି ସମ୍ବୋଧନ କରିବେ । ଓଡ଼ିଶା ବିଧାନସଭାର ନିମନ୍ତ୍ରଣକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗ୍ରହଣ କରିଛନ୍ତି । କେଉଁ ଦିନ ସେ ସମ୍ବୋଧନ […]

Read More Text.

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ କୃଷି ଓ କୃଷକ ବିକାଶ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏହା କହିଛନ୍ତି। କାର୍ଯ୍ୟକ୍ରମରେ ଶିବରାଜ ଚାଷୀଙ୍କୁ ସ୍ଵାବଲମ୍ବୀ ଏବଂ ଜାତୀୟ କୃଷି ମିଶନ ଉପରେ ଗୁରୁତ୍ଵାରୋପ କରିଥିଲେ। ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଉପରେ […]

Read More Text.
Unnamed

ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କରିବା ସହ ଜିଲାପାଳ ଓ ଆରକ୍ଷୀଙ୍କ ବହିଷ୍କାର ଦାବି କରିଛି ଦଳ । ନୂଆପଡ଼ାର ୩୨ଟି ଅତି ସମ୍ୱେଦନଶୀଳ ବୁଥ୍‌ରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନାରେ ହିଂସାକାଣ୍ଡ ହେବା ଆଶଙ୍କାରେ ସୁରକ୍ଷା ଯାଞ୍ଚ […]

Read More Text.