ମୟୂରଭଞ୍ଜରେ ବନ୍ୟା ପରିଚାଳନାର ସମୀକ୍ଷା
ତ୍ୱରିତ ଯୋଗାଯୋଗ ବ୍ୟବସ୍ଥାର ପୁନଃସ୍ଥାପନ ଓ କ୍ଷୟକ୍ଷତି ଆକଳନ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ବାରିପଦା : ନିକଟରେ ହୋଇଥିବା ଲଗାଣ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି, କ୍ଷୟକ୍ଷତି, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା ନିମନ୍ତେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ମାନ୍ୟବର ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । […]
Read More Text.