Sekh hasina 300x169

ଡିସେମ୍ବରରେ ସ୍ୱଦେଶ ଫେରିବେ ଶେଖ୍ ହସିନା: କହିଲେ ‘ମୃତ୍ୟୁ ଦଣ୍ଡକୁ ମୋର ଡର ନାହିଁ’

ନୂଆଦିଲ୍ଲୀ : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୀର୍ଘ ଦୁଇ ବର୍ଷ ପରେ ସ୍ୱଦେଶ ଫେରିବା ନେଇ ବଡ଼ ଘୋଷଣା କରିଛନ୍ତି। ବୁଧବାର ଦିନ ନିଜର ଏକ ସମ୍ବୋଧନରେ ସେ କହିଛନ୍ତି ଯେ ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ ଫେରିବେ। ଯଦିଓ ସେ ପ୍ରତ୍ୟାବର୍ତ୍ତନର କୌଣସି ସଠିକ୍ ତାରିଖ ଘୋଷଣା କରିନାହାନ୍ତି, ତଥାପି ଢାକାରେ ପହଞ୍ଚିବା ପରେ ତାଙ୍କୁ ଗିରଫ କିମ୍ବା ହତ୍ୟା କରାଯିବାର ଆଶଙ୍କା ଥିଲେ ମଧ୍ୟ ସେ ଏଥିରୁ ପଛଘୁଞ୍ଚା ଦେବେ […]

Read More Text.
Modi netanyahu 650 650x400

ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି : ନେତାନ୍ୟାହୁ

ଜେରୁଜେଲମ୍‌ : ଇରାନ ସହ ଜାରି ଥିବା ତିକ୍ତତା ଓ ବିଶ୍ୱ ରାଜନୀତିର ପରିବର୍ତ୍ତିତ ପରିସ୍ଥିତି ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତ-ଇସ୍ରାଏଲ ସମ୍ପର୍କକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତ ସହ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲ ସକ୍ରିୟ ଭାବେ କାମ କରୁଛି। ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇସ୍ରାଏଲର ସବୁଠାରୁ ଘନିଷ୍ଠ ବନ୍ଧୁମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଛନ୍ତି। କଠିନ ସମୟରେ ଭାରତ […]

Read More Text.
Petrol 1 300x169

ବୀମା ନଥିଲେ ପେଟ୍ରୋଲ ବନ୍ଦ, ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ : ବୀମା ନଥିଲେ ପେଟ୍ରୋଲ ବନ୍ଦ । ସଡ଼କ ସୁରକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ପଦକ୍ଷେପ । ଦେଶରେ ଥାର୍ଡ ପାର୍ଟି ମୋଟର ବୀମାକୁ ବାଧ୍ୟତାମୂଳକ କରିବା ଦିଗରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ବୈଧ ଥାର୍ଡ ପାର୍ଟି ବୀମା ନଥିବା ଗାଡ଼ିକୁ ପେଟ୍ରୋଲ ପମ୍ପରେ ଇନ୍ଧନ ନ ଦେବା ବ୍ୟବସ୍ଥାକୁ ପାଇଲଟ୍ ପ୍ରକଳ୍ପ ଭାବେ ବିଚାର କରିବାକୁ ସୁପ୍ରିମକୋର୍ଟ IRDA ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ସଞ୍ଜୟ […]

Read More Text.
Mukesh Mahaling 750x430 1 300x172

କର୍କଟ ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଦେୟମୁକ୍ତ ହେବ କ୍ୟାନସର ରୋଗୀଙ୍କ ଜଟିଳ ଚିକିତ୍ସା

ଭୁବନେଶ୍ୱର: ରାଜ୍ୟରେ କର୍କଟ ରୋଗୀମାନଙ୍କୁ ଅଧିକ ବ୍ୟାପକ, ସମୟୋପଯୋଗୀ ଓ ଉନ୍ନତମାନର ଚିକିତ୍ସା ସୁବିଧା ଯୋଗାଇ ଦେବା ଦିଗରେ ଓଡ଼ିଶା ସରକାର ଏକ ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କ୍ୟାନସର କେୟାର ଅଭିଯାନ’ ଅଧୀନରେ ଥିବା ଅତିରିକ୍ତ ୯୧ଟି କ୍ୟାନସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏ.ବି.ପି.ଏମ୍.ଜେ.ଏ.ୱାଇ.) ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା (ଜି.ଜେ.ଏ.ୱାଇ.)ରେ ସାମିଲ କରାଯାଇଛି। ଏହି ନୂତନ ପଦକ୍ଷେପ ଫଳରେ ରାଜ୍ୟର କ୍ୟାନସର ରୋଗୀମାନେ ଅଧିକ ସଂଖ୍ୟକ […]

Read More Text.
Child

ମଧ୍ୟାହ୍ନଭୋଜନ ଖାଇ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ

କାମାକ୍ଷାନଗର: ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ । ମୃତ ଛାତ୍ର ଢେଙ୍କାନାଳ ଜିଲ୍ଲା ଭୂବନ ଉଚ୍ଚବିଦ୍ୟାଳୟର ମଙ୍ଗରାଜ ସାଥୁଆ। ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ ଛାତ୍ର ଜଣଙ୍କ ଚେତାସୂନ୍ୟ ହୋଇଯାଇଥିଲେ । ଚିକିତ୍ସା ପାଇଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ସୂଚନା ଅନୁଯାୟୀ, ବିଦ୍ୟାଳୟରେ ପ୍ରତିଦିନ ଭଳି ସେଦିନ ମଧ୍ୟ ମଧ୍ୟାହ୍ନ ଭୋଜନ ପରିବେଷଣ କରାଯାଇଥିଲା। ମଙ୍ଗରାଜ ଅନ୍ୟ ଛାତ୍ରଛାତ୍ରୀଙ୍କ ସହ ମଧ୍ୟାହ୍ନ […]

Read More Text.
Prez Return 960x675 1 750x430

୩ ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଫେରିଯାଇଛନ୍ତି। ତାଙ୍କ ଗସ୍ତ କାଳରେ ସେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଭୁବନେଶ୍ୱର ଯାତ୍ରା କରିବା ପୂର୍ବରୁ ରାଷ୍ଟ୍ରପତି ଗଞ୍ଜାମ ଜିଲ୍ଲାର ଏକ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ସୂଚନା ଅନୁଯାୟୀ, ରାଷ୍ଟ୍ରପତି ବ୍ରହ୍ମପୁର ନିକଟସ୍ଥ ଗୋଳାବନ୍ଧସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜରେ ରାତି ବିତାଇଥିଲେ, ଯେଉଁଠାରେ ସେ ଅଧିକାରୀ ଏବଂ ଅଧ୍ୟାପକମାନଙ୍କ ସହିତ ଆଲୋଚନା […]

Read More Text.
IMG 20260804 WA0235

ଟ୍ରକ-ଡମ୍ଫର ମୁହାଁମୁହିଁ : ୨ ଡ୍ରାଇଭର ଗୁରୁତର

ବାରିପଦା  : ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ଥାନା ଅନ୍ତର୍ଗତ ରାଇରଙ୍ଗପୁର – ଯଶିପୁର ଜାତୀୟ ରାଜପଥ ୨୨୦ ନମ୍ବର  ଦଲକି ଛକ ନିକଟରେ ଆଜି  ମଙ୍ଗଳବାର ମାଧ୍ୟାନ୍ନ ସମୟରେ ଏକ  ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇ ଡ୍ରାଇଭର ଗାଡ଼ିରେ ଥିବା ଷ୍ଟିଅରିଂ ଏଵଂକେଵିନ ମଝିରେ ଚାପି ହୋଇ ଜୀବନ ସହିତ ଲଢ଼ୁଥିଲେ l ଏଥି ମଧ୍ୟରୁ  ଜଣେ ଡ୍ରାଇଭର ଚେତାଶୂନ୍ଯ ହୋଇ ମୂର୍ମୁଷ୍ ଅବସ୍ଥାରେ ଥିଲେ । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଧକ୍କା ହେବା […]

Read More Text.
IMG 20260804 WA0218

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ ବିଶ୍ୱବିଦ୍ୟାଳୟ କୁଡ଼ମାଲି ବିଭାଗର ପ୍ରତିନିଧି ଦଳର କ୍ଷେତ୍ର ପରିଦର୍ଶନ

ବାରିପଦା : ରାଞ୍ଚିସ୍ଥିତ ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀ ବିଶ୍ୱବିଦ୍ୟାଳୟର କୁଡ଼ମାଲି ବିଭାଗର ସ୍ନାତକୋତ୍ତର ଛାତ୍ରଛାତ୍ରୀ ଓ ଅଧ୍ୟାପକମାନଙ୍କର ଏକ ପ୍ରତିନିଧି ଦଳ ମୟୂରଭଞ୍ଜ ଅଞ୍ଚଳରେ ଆୟୋଜିତ ଶିକ୍ଷାଗତ ଓ ସାଂସ୍କୃତିକ କ୍ଷେତ୍ର ପରିଦର୍ଶନ କାର୍ଯ୍ୟକ୍ରମ ଅବସରରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲେ । ଏହି ପ୍ରତିନିଧିଦଳ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କୁଡ଼ମାଲି ଭାଷାର ଏକ ସ୍ନାତକୋତ୍ତର ବିଭାଗ […]

Read More Text.
IMG 20260804 WA0217

ରାଜ୍ୟସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନେବେ ପି ସିପୁରର ୭ ଖେଳାଳି 

ବାରିପଦା : ରାଇରଙ୍ଗପୁର ଠାରେ ଅନୁଷ୍ଠିତ ହେବାକୁ ଥିବା ୭୨ତମ କନିଷ୍ଠ ଦୌଡକୁଦ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ପୂର୍ଣ୍ଣଚନ୍ଦ୍ର ପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭ ଜଣ ଖେଳାଳି ମନୋନୀତ ହୋଇଛନ୍ତି I ବାରିପଦା ଷ୍ଟାଡିୟମରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଦେବ ତେଲେଙ୍ଗା, ଦେବାଶିଷ କୁଁଅର, ରାକେଶ ବେହେରା, ସଂଜିତ ସିଂହ, ସୁକୁଲ ହେମ୍ବ୍ରମ, ଆକାଶ କୁମାର ମହାନ୍ତ, ଗାଜ ଟୁଡୁ କୃତିତ୍ୱ ହାସଲ କରି ରାଜ୍ୟସ୍ତରରେ ଖେଳିବାର ସୁଯୋଗ ପାଇ ବିଦ୍ୟାଳୟ ପାଇଁ […]

Read More Text.
IMG 20260803 WA0131 (1)

୯୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁଇଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

“ସନ୍ତୁଳିତ ଓ ସର୍ବାଙ୍ଗୀନ ସହର ବିକାଶ ପାଇଁ ସରକାର ପ୍ରତିବଦ୍ଧ” – ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ବାରିପଦା : ବାରିପଦା ସହରର ଭିତ୍ତିଭୂମି ବିକାଶକୁ ଆହୁରି ସୁଦୃଢ଼ କରିବା ଦିଗରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡ଼ଃ କୃଷ୍ଣଚନ୍ଦ୍ର ମହାପାତ୍ର ୯୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ଦୁଇଟି ଜନହିତକାରୀ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି । ‘ଉନ୍ନତି […]

Read More Text.