ହସପିଟାଲରୁ କ୍ୟାବିନେଟ ମିଟିଂ କଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ପ୍ରଭାବିତ ଚାଷୀଙ୍କ ପାଇଁ କଲେ ବଡ଼ ଘୋଷଣା
ପଞ୍ଜାବ : ପଞ୍ଜାବରେ ବନ୍ୟା ସବୁକିଛି ଛାରଖାର କରିଦେଛି । ପଞ୍ଜାବ ସରକାର ବନ୍ୟାରେ ପ୍ରଭାବିତ ଚାଷୀଙ୍କ ପାଇଁ ୨୦ ହଜାର ପ୍ରତି ଏକର କ୍ଷତିପୂରଣ ଘୋଷଣା କରିଛନ୍ତି । ଏନେଇ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ହସପିଟାଲରୁ କ୍ୟାବିନେଟ ବୈଠକରେ ସାମିଲ ହୋଇଛନ୍ତି । ସ୍ୱାସ୍ଥ୍ୟ ଖରାପ ଯୋଗୁଁ ୩ ଦିନ ହେଲାଣି ହସପିଟାଲରେ ଭର୍ତ୍ତି ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଆପ୍ ପକ୍ଷରୁ ଜାରି ହୋଇଥିବା ଫଟୋରେ ଭଗବନ୍ତ ସିଂ […]
Read More Text.