ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୪୪ ଟି ତହସିଲ୍ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟିତ
ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ ସହଜ କରିବା ଉଦ୍ଦେଶ୍ୟରେ ପ୍ରତ୍ୟେକ ତହସିଲରେ ଉପନିବନ୍ଧନ ବା ସବ୍-ରେଜିଷ୍ଟ୍ରେସନ୍ ଅଫିସ୍ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ଏହି କ୍ରମରେ, ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ଉପନିବନ୍ଧନ ବା ସବ୍-ରେଜିଷ୍ଟ୍ରେସନ୍ […]
Read More Text.