ବିଦ୍ୟୁତ ଖୁଣ୍ଟ ପଡି ଛାତ୍ର ଗୁରୁତର
ସୋର : ସୋର ବ୍ଲକ ସରଶଙ୍ଖ ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଆଜି ସକାଳେ ନବମ ଶ୍ରେଣୀ ଛାତ୍ର ଦେବାଶିଷ ବେହେରା ଅନ୍ୟ ସହପାଠୀଙ୍କ ସହ ଟ୍ୟୁସନ୍ରୁ ଘରକୁ ଫେରୁଥିଲେ। ଏହି ସମୟରେ ସେହି ରାସ୍ତା ଦେଇ ଯାଉଥିବା ଏକ କୁକୁଡ଼ା ଚିଆଁ ବୋଝେଇ ଗାଡି ରାସ୍ତାରେ ଓହଳି […]
Read More Text.