ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି
ବ୍ରହ୍ମପୁର : ସ୍ବତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁରରେ ପହଞ୍ଚିବା ପରେ କାର ଯୋଗେ ତପ୍ତପାଣି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି। ରାସ୍ତାରେ ଯିବା ବେଳେ ରାସ୍ତାରେ ଅଟକି ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀ ମାନଙ୍କୁ ନିଜେ ଚକୋଲେଟ୍ ବାଣ୍ଟିଲେ। ସୂଚନାନୁସାରେ, ଦର୍ଶନ ପରେ ରାଷ୍ଟ୍ରପତି ପୁଣି ଏହି ରାସ୍ତାରେ ବ୍ରହ୍ମପୁର ଫେରି ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ […]
Read More Text.